Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ ପାଇଁ ବନ୍ଦ ହେଲା କୁକୁଡ଼ା ଚାଷ

ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ବଢ଼ିବାରେ ଲାଗିଛି। ତେଣୁ ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡ଼ା ଚାଷ ବନ୍ଦ ରଖିବାକୁ ପୁରୀ ପ୍ରଶାସନ କଟକଣା ଲଗାଇଛି। ପିପିଲି, ଡେଲାଙ୍ଗ, ନିମାପଡ଼ା ଓ ସତ୍ୟବାଦୀରେ଼ କୁକୁଡ଼ା ଚାଷ ବନ୍ଦ ରଖିବା ପାଇଁ କୁହାଯାଇଛି। ସଂକ୍ରମିତ ଅଞ୍ଚଳର ୧ କିମି ଭିତରେ କୁକୁଡ଼ା ଚାଷ ନହେବା ଉପରେ କଟକଣା ଲାଗିଛି। ଏତ୍‌ବ୍ୟତିତ ୧-୧୦ କିମି ବ୍ୟାସାର୍ଦ୍ଧରେ କୁକୁଡ଼ା ବାହାରକୁ ନପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଚାଷୀମାନେ ୧୫ ଦିନରେ ଥରେ କୁକୁଡ଼ାର ନମୁନା ପରୀକ୍ଷା କରିବେ। ବାର୍ଡ ଫ୍ଲୁ ନେଇ ଚାଷୀ ବ୍ୟାପକ କ୍ଷତି ସହିଥିବା ବେଳେ ଏବେ ପୁଣି ୩ ମାସ କୁକୁଡ଼ା ଚାଷ ବନ୍ଦ ନେଇ ଚିନ୍ତାରେ ପଡ଼ିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top