Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଜେଡିର ନିର୍ବାଚନୀ ଇସ୍ତାହାର ଉପରେ ପ୍ରତିକ୍ରିୟା ରଖିଛଲେ ଧର୍ମେନ୍ଦ୍ର ପ୍ରଧାନ

ଆଜି ସମ୍ବଲପୁର ଜିଲ୍ଲା ହୀରାକୁଦରେ ଅଖିମୁଠି ଅନୁକୁଳ କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ସମ୍ବଲପୁର ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ବିଜେଡିର ନିର୍ବାଚନୀ ଇସ୍ତାହାର ଉପରେ ପ୍ରତିକ୍ରିୟା ରଖିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ବିଜେଡିର ଇସ୍ତାହାରରେ ନୂଆ କିଛି ନାହିଁ । ବରଂ ଏହା କାଗଜର ଦସ୍ତାବିଜ୍। ଏହା ଲୋକଦେଖାଣିଆ। ବିଜେଡି ବିଜେପିର ସଂକଳ୍ପପତ୍ରକୁ କପି କରିବାକୁ ଚେଷ୍ଟା କରୁଛି ।

ସେ ଆହୁରି କହିଛନ୍ତି, ୨୪ ବର୍ଷ ପରେ ବି ଲୋକେ କାମ କରିବା ପାଇଁ ଘର ଛାଡୁଛନ୍ତି । ଚାଷ ଜମିକୁ ପାଣି ପହଞ୍ଚିିନାହିଁ । ଶୀତଳ ଭଣ୍ଡାର ନାହିଁ । ଏନସିଆରବି ରିପୋର୍ଟରେ ଓଡ଼ିଶାର ମହିଳା ସବୁଠୁ ଅଧିକ ନିର୍ଯାତିତ । ଏବେ ବି ରାଜ୍ୟରେ ୧ ଲକ୍ଷ ସରକାରୀ ଚାକିରି ପଦବୀ ଖାଲି ପଡ଼ିଛି । ବିଜେଡିର ଇସ୍ତାହାର ଫମ୍ପା ପ୍ରତିଶ୍ରୁତି । ଲୋକେ ଏହାକୁ ବିଶ୍ୱାସ କରିବେ ନାହିଁ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।୨ ଲକ୍ଷ ଚାକିରି ଦେବ କହୁଛି ବିଜେଡି, ତାହାହେଲେ ୨୪ ବର୍ଷ ହେଲା କରୁଥିଲେ କ’ଣ? ୧ ଲକ୍ଷ ସରକାରୀ ପଦବୀ ଖାଲି ପଡ଼ିଛି, କାହିଁକି ପୂରଣ କଲେନି ନବୀନ ସରକାର ବୋଲି ସେ ପ୍ରଶ୍ନ କରିଛନ୍ତି। ୨୦୧୪ ଓ ୨୦୧୯ ଭଳି ଏଥର ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛି ବିଜେଡି। ଓଡ଼ିଶାରେ ବିଜେପି ସରକାର ଆସି‌ଲେ, କୃଷକଙ୍କ ହିତ ସାଧିତ ହେବ। ଚାଷୀଙ୍କ ଦୁଃଖ ଦୂରୀଭୂତ ହେବ। ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top