Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଜେଡି ଛାଡିଲେ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

ବିଜେଡି ଛାଡ଼ିଲେ ପୁଣି ଜଣେ ହେଭିୱେଟ ନେତା। ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଜ୍ୟୋତିପ୍ରକାଶଙ୍କ ଇସ୍ତଫା ଦେଇଥିବା ଜଣା ପଡ଼ିଛି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ ଇସ୍ତଫାପତ୍ର ପଠାଇ ଥିବା ଜଣା ପଡ଼ିଛି। ବିଜେଡି ଛାଡ଼ିଥିବା ନେଇ ଭିଡିଓ ବାର୍ତ୍ତାରେ ସୂଚନା ଦେଇଛନ୍ତି ଜ୍ୟୋତିପ୍ରକାଶ।

ତେବେ ଏଥର ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ପରିବର୍ତ୍ତେ ବିଜେଡି ସୁବାସିନୀ ସାହୁଙ୍କୁ ସିମୁଳିଆ ଆସନ ପାଇଁ ଟିକେଟ ଦେଇଛି। ଏହାକୁ ନେଇ ଜ୍ୟୋତିପ୍ରକାଶ ଅସନ୍ତୁଷ୍ଟ ଥିବା ବେଳେ ତାଙ୍କ ସମର୍ଥକମାନେ ଏହାକୁ ସହଜେ ଗ୍ରହଣ କରି ପାରୁ ନ ଥିଲେ। ଫଳରେ ଗତ କିଛି ଦିନ ଧରି ଦଳୀୟ କାର୍ଯ୍ୟକ୍ରମରୁ ଦୂରେଇ ରହୁଥିବା ଜ୍ୟୋତିପ୍ରକାଶ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ଦେଇଛନ୍ତି। ତେବେ ସେ ବିଜେପିରେ ମିଶିବେ ବୋଲି ମଧ୍ୟ ଚର୍ଚ୍ଚା ହେଉଛି। ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ପୂର୍ବରୁ ଗତ ୧୯ ତାରିଖରେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଜେଡି ଛାଡ଼ି ସାରିଛନ୍ତି। ଟିକେଟ ନ ମିଳିବାରୁ ସେ ବି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇ ବିଜେପିରେ ମିଶିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top