Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଜେଡି ଛାଡିଲେ ପ୍ରକାଶ ବେହେରା

ବିଜୁ ଜନତା ଦଳକୁ ପୁଣି ଲାଗିଲା ଶକ୍ତ ଝଟକା । ଦଳ ଛାଡୁଛନ୍ତି ଜଣଙ୍କ ପରେ ଜଣେ ନେତା । ଆଜି ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା ବିଜେଡ଼ିରୁ ଇସ୍ତଫା ଦେଇଛନ୍ତି । ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ନିଜର ଇସ୍ତଫା ପତ୍ର ପଠାଇଥିବା ସୂଚନା ମିଳିଛି । କିନ୍ତୁ ସେ କାହିଁକି ଦଳ ଛାଡ଼ିଲେ ତାର କାରଣ ସ୍ପଷ୍ଟ ଜଣା ପଡିନାହିଁ।

ସୂଚନା ଯୋଗ୍ୟ; ୨୦୧୪ ମସିହାରେ ପ୍ରକାଶ ବେହେରା ସାଲେପୁର ଆସନରୁ କଂଗ୍ରେସରୁ ଟିକେଟ ପାଇ ବିଜୟୀ ହୋଇଥିଲେ । ଏହା ପରେ ସେ ୨୦୧୯ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡ଼ି ବିଜେପିରେ ମିଶିଥିଲେ। ସେ ସେହି ବର୍ଷ ବିଜେପି ଟିକେଟରେ ସାଲେପୁର ବିଧାନସଭା ଆସନରୁ ନିର୍ବାଚନ ଲଢ଼ିଥିଲେ। କିନ୍ତୁ ସେ ବିଜେଡି ପ୍ରାର୍ଥୀ ପ୍ରଶାନ୍ତ ବେହେରାଙ୍କ ଠାରୁ ହାରି ଯାଇଥିଲେ । ଏହା ପରେ ସେ ଦଳ ଡେଇଁଥିଲେ । ଟିକେଟ୍ ଲୋଭରେ ପୁଣି ସେ ବିଜେଡ଼ିରେ ଯୋଗ ଦେଇଥିଲେ । ଚଳତବର୍ଷ ବିଜେଡ଼ିରୁ ସେ କଟକ-ବାରବାଟୀ ଆସନରୁ ଟିକେଟ୍ ପାଇ ନିର୍ବାଚନ ଲଢ଼ିଥିଲେ । ମାତ୍ର ସେ କଂଗ୍ରେସର ସୋଫିଆ ଫିର୍ଦ୍ଦୋସଙ୍କ ଠାରୁ ହାରି ଯାଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top