Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

-ବିଜେପୁର ନିର୍ବାଚନ : ହାଇକୋର୍ଟଙ୍କ ରାୟର ନକଲ ପଠାଇଲେ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର : ବିଜେପୁର ଉପନିର୍ବାଚନ ପାଇଁ ଯେକୌଣସି ସମୟରେ ତାରିଖ ଘୋଷଣା ହେବାର ସମ୍ଭାବନା ରହିଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ବିଜେପୁର ମାମଲାରେ ହାଇକୋର୍ଟ ଦେଇଥିବା ରାୟର ନକଲକୁ ମୁଖ୍ୟ ନିର୍ବାଚନ କମିଶନଙ୍କ ନିକଟକୁ ପଠାଯାଇଛି । ଆଜି ଏ ସମ୍ପର୍କରେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି । କୋର୍ଟ ମାମଲାରେ ପୂର୍ଣ୍ଣଚ୍ଛେଦ ପଡ଼ିଥିବାରୁ ବିଜେପୁରରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ଗୁଜୁରାଟ ବିଧାନସଭା ନିର୍ବାଚନ ସହ ଘୋଷଣା ହେବାର ସମ୍ଭାବନା ରହିଛି । ବିଜେପୁର ଉପନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟରେ କ୍ଷମତାସୀନ ବିଜେଡି ସରକାର ମଧ୍ୟ ପ୍ରାୟ ୧୩୫୦କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କେବଳ ଏହି ଅଞ୍ଚଳ ପାଇଁ ଘୋଷଣା କରିସାରିଲେଣି । ସୂଚନାଯୋଗ୍ୟ ବିଜେପୁର ବିଧାୟକ ସୁବଳ ସାହୁଙ୍କ ମୃତ୍ୟୁ ପରେ ୨୦୧୪ ବିଜେପୁର ନିର୍ବାଚନ ଅନିୟମିତତା ମାମଲାକୁ ଆଗକୁ ବଢ଼ାଇବାର ଆବଶ୍ୟକତା ନାହିଁ ବୋଲି ଓଡ଼ିଶା ହାଇକୋର୍ଟ ରାୟ ଦେବା ପରେ ଏହି ମାମଲାର ପୂର୍ଣ୍ଣଚ୍ଛେଦ ପଡ଼ିଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top