ନିର୍ବାଚନରେ ବିଜୟୀ ହେବା ପରେ ଏବେ ଅଡୁଆରେ ରାଉରକେଲା ବିଧାୟକ ସାରଦା ନାୟକ । ରାଉରକେଲା ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ଅନିୟମିତତା ଅଭିଯୋଗ ମାମଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ । ପ୍ରତିପକ୍ଷ ଦିଲୀପ ରାୟଙ୍କ ମାମଲା ଆଧାରରେ ହାଇକୋର୍ଟଙ୍କ ଦ୍ଵାରା ନୋଟିସ ଦିଆ ଯାଇଥିବା ସୂଚନା । ଅଗଷ୍ଟ ୨୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ ହୋଇଥିବା ଜଣାପଡିଛି ।


