Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ବିନା ଛାଇର ଦିନ

ଭୁବନେଶ୍ୱର : ଆସନ୍ତାକାଲି ହେବ ବିନା ଛାଇର ଦିନ । ଖରାରେ ଠିଆ ହେଲେ ବି ଆପଣଙ୍କ ଛାଇ ଦେଖାଯିବ ନାହିଁ । ସୂର୍ଯ୍ୟ କୌଣସି ସ୍ଥାନର ଅବସ୍ଥିତି ଅର୍ଥାତ ଅକ୍ଷାଂଶ ଓ ଦ୍ରାଘିମାରେ ଅବସ୍ଥାନ କରନ୍ତି, ସେତେବେଳେ ସେହି ସ୍ଥାନରେ ଛାଇ ଦୃଶ୍ୟମାନ ହୁଏ ନାହିଁ । ଏହାକୁ ଶୂନ୍ୟ ଛାୟା ଅବସ୍ଥା ବୋଲି କୁହାଯାଏ । ଆସନ୍ତାକାଲି ୧୧ଟା ୪୩ ମିନିଟରେ ଭୁବନେଶ୍ୱରରେ ଏହି ସ୍ଥିତି ରହିବ । ସେହିପରି କଟକରେ ମେ ୨୨ ତାରିଖ ଦିନ ୧୧ଟା ୪୩ ମିନିଟରେ, ବଲାଙ୍ଗିରରେ ମେ ୨୩ ତାରିଖ ଦିନ ୧୧ଟା ୫୪ ମିନିଟ୍ ଓ ବାରିପଦାରେ ମେ ୩୧ ତାରିଖରେ ଦିନ ୧୧ଟା ୪୧ ମିନିଟରେ ଶୂନ୍ୟ ଛାୟା ଅବସ୍ଥା ରହିବ । ଅନ୍ୟ ସ୍ଥାନ ଗୁଡିକର ଶୂନ୍ୟ ଛାୟା ସମୟ ମଧ୍ୟ ଗଣନା କରିହେବ । ତେବେ ଆସନ୍ତାକାଲି ଭୁବନେଶ୍ୱର ସ୍ଥିତ ପଠାଣୀ ସାମନ୍ତ ପ୍ଲାନେଟୋରିଅମରେ ଶୂନ୍ୟ ଛାୟା ଦିବସ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏହି ଦିନକୁ ଶୂନ୍ୟ ଛାୟା ଦିବସ କୁହାଯାଏ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top