Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଆଜି ମଣ୍ଡପରେ ମା’ ଦୁର୍ଗତିନାଶିନୀ ଦୁର୍ଗାଙ୍କର ଅଷ୍ଟମୀ ପୂଜା । ଆଜି ମହାମାୟାଙ୍କ ମହାଷ୍ଟମୀ ଅବସରରେ ଭୁବନେଶ୍ୱରର ପୂଜା ମଣ୍ଡପ ବୁଲୁଛନ୍ତି ବିଜେଡ ସୁପ୍ରିମୋ ତଥା ନବୀନ ପଟ୍ଟନାୟକ । ରାଜଧାନୀ । ମଣ୍ଡପ ବୁଲିବା ପାଇଁ ନବୀନଙ୍କୁ ବିଭିନ୍ନ ପୂଜା କମିଟି ପକ୍ଷରୁ ନିମନ୍ତ୍ରଣ କରାଯାଇଥିଲା। ସେହି ନିମନ୍ତ୍ରଣ ରକ୍ଷା କରି ନବୀନ ଆଜି ବିଭିନ୍ନ ପୂଜାମଣ୍ଡପ ବୁଲିଛନ୍ତି।ଆଜି ପ୍ରଥମେ ନବୀନ ପଟ୍ଟନାୟକ ସକାଳ ସାଢେ ୧୦ଟାରେ ନବୀନ ନିବାସରୁ ବାହାରି ୧୦ଟା ୪୫ରେ ରସୁଲଗଡ଼ ପୂଜା ମଣ୍ଡପରେ ପହଞ୍ଚିଥିଲେ। ସେଠାରେ ମାଆଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ ଲୋକଙ୍କ ସହ ଆଲୋଚନା କରିଥିଲେ । ପରେ ୧୧ଟା ୩ ମିନିଟରେ ସହିଦନଗର ଦୁର୍ଗାପୂଜା ମଣ୍ଡପ ବୁଲିଥିଲେ । କଡା ସୁରକ୍ଷା ବଳୟରେ ନବୀନ ଯାଇ ଦର୍ଶନ କରିବା ସହ ଖୁସି ବ୍ୟକ୍ତ କରିଥିଲେ । ଏହା ପରେ ବଡ଼ଗଡ଼ ମଣ୍ଡପରେ ପହଞ୍ଚି ମାଆଙ୍କୁ ଦର୍ଶନ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top