Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବ୍ରୋଞ୍ଜ ପଦକ ଜିତିଲେ ଭାରତର କୁସ୍ତିଯୋଦ୍ଧା ଅମନ ସେରାଓ୍ଵତ

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଆଜି ଭାରତର ୧୪ତମ ଦିବସ । ବର୍ତ୍ତମାନ ସୁଦ୍ଧା ଭାରତ ମୋଟ ୬ଟି ପଦକ ଜିତିସାରିଛି। ପ୍ୟାରିସ ଅଲିମ୍ପିକ୍ସରେ ଭାରତ ଏପର୍ଯ୍ୟନ୍ତ ସୁଟିଂ, ହକି ଏବଂ ଜାଲଭିନରେ ପଦକ ଜିତିଛି। ଏବେ ୧୪ତମ ଦିନରେ ଭାରତକୁ ମିଳିଛି ଷଷ୍ଠ ପଦକ। କୁସ୍ତିଯୋଦ୍ଧା ଅମନ ସେରାଓ୍ଵତଙ୍କ ଦ୍ୱାରା ଭାରତ ଷଷ୍ଠ ପଦକ ଜିତିଛି। ସେ ମଧ୍ୟ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ପଦକ ଜିତିବାରେ ପ୍ରଥମ ଭାରତୀୟ ରେସଲର।ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ଅମନ ସେରାୱତ ପୁରୁଷ ଫ୍ରିଷ୍ଟାଇଲ ୫୭ କିଲୋଗ୍ରାମ ବର୍ଗରେ ପୁଏର୍ତୋ ରିକୋର ଡାରିଆନ୍ ଟୋଇ କୄଜଙ୍କୁ ୧୩-୫ରେ ପରାସ୍ତ କରି ଭାରତ ପାଇଁ ବ୍ରୋଞ୍ଜ ପଦକ ଜିତିଛନ୍ତି। ପ୍ରଥମ ରାଉଣ୍ଡରେ ଅମନ ୪-୩ରେ ଆଗୁଆ ରହିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top