Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭରତପୁର ଥାନା ମାମଲା: ନିଲମ୍ବିତ ହୋଇଥିବା ଆଉ ୩ ଜଣ ପୋଲିସଙ୍କ ହେବ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ବର ଭରତପୁର ଥାନା ନିର୍ଯାତନା ମାମଲାରେ ଆଉ ତିନି ଜଣ ନିଲମ୍ବିତ ଅଧକାରୀଙ୍କୁ ପଲିଗ୍ରାଫ ଟେଷ୍ଟ ପାଇଁ ଅନୁମତି ଦେଲେ କୋର୍ଟ। ପୂର୍ବରୁ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ଟେଷ୍ଟ ପାଇଁ ଅନୁମତି ମିଳିସାରିଛି । ତତ୍କାଳୀନ ଥାନାଧିକାରୀ ଦୀନକୃଷ୍ଣ ମିଶ୍ରଙ୍କ ପରେ ନିଲମ୍ବିତ ଅନ୍ଯ ୩ ମହିଳା ପୋଲିସ କର୍ମଚାରୀଙ୍କର ହେବ ମିଛଧରା ପରୀକ୍ଷା । ଜଣେ ସବ ଇନ୍ସପେକ୍ଟରଙ୍କ ସହ ୨ ଏଏସ୍‌ଆଇଙ୍କ ପଲିଗ୍ରାଫ ଟେଷ୍ଟକୁ ଅନୁମତି ମିଳିଛି । ସେମାନେ ହେଲେ ସବ ଇନ୍ସପେକ୍ଟର ବୈଶାଳିନୀ ପଣ୍ଡା ଓ ଏଏସ୍‌ଆଇ ସଲିଳାମୟୀ ସାହୁ, ସାଗରିକା ରଥ । ପଲିଗ୍ରାଫ ଟେଷ୍ଟ ପାଇଁ ଅନୁମତି ଦେଲେ SDJM କୋର୍ଟ। କ୍ରାଇମବ୍ରାଞ୍ଚ ଆବେଦନକୁ ମଂଜୁର କଲେ କୋର୍ଟ। ପଲିଗ୍ରାଫ ପାଇଁ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ। କିନ୍ତୁ ନିଲମ୍ବିତ କନଷ୍ଟେବଲଙ୍କର କୌଣସି ଟେଷ୍ଟ କରାଯିବ ନାହିଁ ବୋଲି ସୂଚନା ମିଳିଛି ।ସୂଚନା ମୁତାବକ; ଭୁବନେଶ୍ୱରର ଭରତପୁର ଥାନାରେ ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଆଇଆଇସିଙ୍କ ସମେତ ୫ ପୁଲିସ୍‌ କର୍ମଚାରୀ ନିଲମ୍ବିତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ୍‌ ଟେଷ୍ଟ ନିମନ୍ତେ ମିଳି ସାରିଛି ଅନୁମତି। ଏବେ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ନିମନ୍ତେ ଆଉ ୩ ନିଲମ୍ବିତ ପୁଲିସ୍‌ କର୍ମଚାରୀଙ୍କର ବି ହେବ ପଲିଗ୍ରାଫ ଟେଷ୍ଟ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top