Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭୁବନେଶ୍ବର ବିମାନ ବନ୍ଦରରେ ଦେଖାଗଲା ବାଘ !

ଭୁବନେଶ୍ବର ବିମାନ ବନ୍ଦରରେ ପୁଣି କଲରାପତରିଆ ବାଘ ଆତଙ୍କ । ବିମାନ ବନ୍ଦର ପରିସର ଡମ୍ପିଂ ୟାର୍ଡରେ ବାଘଟିକୁ ଡମ୍ପିୟାର୍ଡ କର୍ମଚାରୀ ମାନେ ଦେଖିଥିବା ସୂଚନା ମିଳିଛି । ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃ୍ଷ୍ଟି ହୋଇଛି । ବିମାନବନ୍ଦର ଆଖପାଖ ଅଞ୍ଚଳବାସୀଙ୍କ ମଧ୍ୟରେ କୋକୁଆ ଭୟ ଖେଳାଯାଇଛି । ବାଘକୁ ଠାବ କରିବାକୁ ବନ ବିଭାଗ ଓ ପୋଲିସ ପକ୍ଷରୁ ଉଦ୍ୟମ କରାଯାଉଛି ।

ସୂଚନା ଅନୁସାରେ, ଆଜି ସକାଳୁ ସକାଳୁ ଭୁବନେଶ୍ୱର ବିମାନବନ୍ଦର ନିକଟରେ ଥିବା ଡମ୍ପିଆର୍ଡରେ ଏକ କଳରାପତରିଆ ବାଘ ବୁଲୁଥିବାର ଡମ୍ପିୟାର୍ଡରେ କାମ କରୁଥିବା କର୍ମଚାରୀମାନେ କଲରାପତରିଆ ବାଘ ଦେଖିଥିଲେ। ଏହାପରେ ତୁରନ୍ତ ବନବିଭାଗକୁ ଖବର ଦେଇଥିଲେ । ଖବର ପାଇଁ ଘଟଣାସ୍ଥଳରେ ବନ ବିଭାଗ ଏବଂ ପୋଲିସ ଘଟଣା ସ୍ଥଳୀରେ ପହଞ୍ଚି ବାଘକୁ ଠାବ କରି ପାଇଁ ଉଦ୍ୟମ ଆରମ୍ଭ କରାଯାଇଛି । ବନ ବିଭାଗ ପ୍ଲାଷ୍ଟିକ ଜାଲ ଆଣି ବାଘକୁ ଧରିବାକୁ ଉଦ୍ୟମ ଆରମ୍ଭ କରିଛି । ତେବେ ଏହା ଏପରି ଘଟିବାର ପ୍ରଥମ ଘଟଣା ନୁହେଁ ଏହା ପୂର୍ବରୁ ଗତ ୨୦୧୯ ଫେବ୍ରୁଆରୀ ୨୦ ତାରିଖରେ ଏୟାରପୋର୍ଟ ଅଞ୍ଚଳରେ ବାଘ ଦେଖିବା ପାଇଁ ମିଳିଥିଲା ପରେ ବାଘଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲା ବନବିଭାଗ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top