Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ସଂଧ୍ୟାରେ ଜନତା ମଇଦାନରେ ହେବାକୁଥିବା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ପହଞ୍ଚଛନ୍ତି ପ୍ରଧାନମନ୍ତ୍ରୀ। ଆନ୍ଧ୍ରରେ ନୂଆ ସରକାରର ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାପରେ ଓଡିଶାରେ ପହଞ୍ଚିଛନ୍ତି ନରେନ୍ଦ୍ର ମୋଦୀ । ବିମାନ ବନ୍ଦରରେ ପହଞ୍ଚିବା ପରେ କଡା ସୁରକ୍ଷା ବଳୟ ଭିତରେ ପ୍ରଧାନମନ୍ତ୍ରୀ ରାଜଭବନରେ ପହଞ୍ଚିଛନ୍ତି । ସେଠାରେ କିଛି ସମୟ ବିଶ୍ରାମ ନେବା ପରେ, ନୂଆ ସରକାରର ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବାକୁ ଜନତା ମୈଦାନ ଯିବେ ମୋଦୀ ।

ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।ଅନ୍ୟପଟେ ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶପଥ ସମାରୋହରେ ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖାଯାଇ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ପକ୍ଷରୁ ମୋଟ ୬୭ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବାବେଳ ସମ୍ପୂର୍ଣ୍ଣ ସଭାସ୍ଥଳକୁ କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top