Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ

ସକାଳୁ ସକାଳୁ କଡା ସୁରକ୍ଷା ବଳୟରେ ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ । ଗୁଜରାଟ, ଅହମ୍ମଦାବାଦ ସ୍ଥିତ ନିସାନ ହାଇୟର ସେକେଣ୍ଡାରୀ ସ୍କୁଲରେ ମତ ସାବ୍ୟସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କିଛି ଦୂରରୁ ବୁଥକୁ ଚାଲି ଚାଲି ଆସିଥିଲେ ପ୍ରଧାନମନ୍ତ୍ରୀ । ତାଙ୍କ ସାଥିରେ ଗୃହମନ୍ତ୍ରୀ ଅମିତ ଶାହା ଉପସ୍ଥିତ ଥିଲେ । ଭୋଟ୍ ଦେବା ସହ ସେଠାରେ ଥିବା ଲୋକଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ।

ଲୋକଙ୍କ ସହ ସେଲଫି ଉଠାଇବା ସହ ଛୋଟ ପିଲାଙ୍କ ସହ ଫଟୋ ବି ଉଠାଇଛନ୍ତି । ଭୋଟ୍ ଦେବା ପରେ କାଳି ଲଗା ଆଙ୍ଗୁଠି ଦେଖାଇ ଭୋଟ୍ ଦେବାକୁ ଦେଶବାସୀଙ୍କୁ ଅପିଲ କରିଛନ୍ତି ।ଅନ୍ୟପକ୍ଷେ ସେହିପରି ନିର୍ବାଚନ ଖବର କଭରେଜ ବେଳେ ନିଜର ସ୍ବାସ୍ଥ୍ୟ ପ୍ରତି ଯତ୍ନ ନେବାକୁ ଉପସ୍ଥିତ ସାମ୍ବାଦିକଙ୍କୁ ପରାମର୍ଶ ଦେଇଥିଲେ । ପ୍ରଚରୁ ପରିମାଣରେ ପାଣି ପିଇବାକୁ ପରାମର୍ଶ ଦେଇଥିଲେ । ଏହା ସ୍ୱାସ୍ଥ୍ୟ ପ୍ରତି ଉପକାର ସହ ଏହା ଆପଣମାନଙ୍କୁ ଶକ୍ତି ଯୋଗାଇବ ବୋଲି କହିଥିଲେ । ଏମିତିକି ଭାରତର ଏହି ଗଣତନ୍ତ୍ରପର୍ବ ବିଶ୍ୱରେ ମହାନ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top