Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ:  ପ୍ରଭାତୀ ପରିଡ଼ା

ଆଜି ବିଜେପି ପାଳୁଛି ନୁଆ ରାଜ୍ୟ ସରକାରଙ୍କ ୧୦୦ ଦିନ ପୂର୍ତ୍ତି ଉତ୍ସବ । ପୁରୀ ଶରଧାବାଲିରେ ରାଜ୍ୟରେ ବିଜେପି ସରକାର ଗଠନର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଭିଭାଷଣ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ନିର୍ବାଚନ ପୂର୍ବରୁ ଜନତାଙ୍କୁ ଦିଆଯାଇଥିବା ସଂକଳ୍ପକୁ ବାସ୍ତବ ରୂପ ଦେବା କାର୍ଯ୍ୟ ଆରମ୍ଭ ହୋଇସାରିଛି ।

ସେହିପରି ଭକ୍ତଙ୍କ ପାଇଁ ପୁରୀ ଶ୍ରୀମନ୍ଦିରର ୪ ଦ୍ୱାର ଏବଂ ରତ୍ନଭଣ୍ଡାର ମଧ୍ୟ ଖୋଲାଯାଇଛି । ସୁଭଦ୍ରା ସହାୟତା ଦିଆଯାଇଛି । ଉପମୁଖ୍ୟମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି ମୋଦି ଗ୍ୟାରେଣ୍ଟିରେ ଯାହା ଲେଖିଛୁ, ସବୁ ଗୋଟିଏ ଗୋଟିଏ ପୂରଣ କରାଯିବ ।୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ମିଳିଛି, ଅନ୍ୟ ମହିଳାଙ୍କୁ ଖୁବଶୀଘ୍ର ମିଳିବ । ଏ ହେଉଛି ରାଜ୍ୟସରକାରଙ୍କ ବଡ଼ ସଫଳତା, ଲୋକଙ୍କ ସହ ଯୋଡ଼ିହେବାର ପ୍ରତିବଦ୍ଧତା

Click to comment

Leave a Reply

Your email address will not be published. Required fields are marked *

Most Popular

To Top