Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ବିଶେଷ

ମାଟ୍ରିକ ପରୀକ୍ଷା ପାଇଁ ଅନଲାଇନରେ ଫର୍ମପୂରଣ ଆରମ୍ଭ

ଭୁବନେଶ୍ୱର : ଆସନ୍ତା ମାଟ୍ରିକ ପରୀକ୍ଷା ପାଇଁ ଆଜିଠାରୁ ଅନଲାଇନରେ ଫର୍ମପୂରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଉଭୟ ସରକାରୀ ଓ ବେସରକାରୀ ହାଇସ୍କୁଲଗୁଡ଼ିକ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡର ଆନୁଷ୍ଠାନିକ ୱେବସାଇଟକୁ ଯାଇ ଏହି ଫର୍ମ ପୂରଣ କରିପାରିବେ । ଫର୍ମ ପୂରଣ ଶେଷ ତାରିଖ ନଭେମ୍ବର ୧୬ତାରିଖ ରହିଛି । ଯେଉଁ ପରୀକ୍ଷାର୍ଥୀମାନେ ନଭେମ୍ବର ୧୬ତାରିଖ ସୁଦ୍ଧା ପଞ୍ଜିକରଣ ଓ ଫି ଡିପୋଜିଟ୍ କରିଥିବେ ସେମାନଙ୍କୁ ିନଶ୍ଚିତ ଭାବେ ନଭେମ୍ବର ୧୭ ସୁଦ୍ଧା ଆବେଦନପତ୍ର ଦାଖଲ କରିବାକୁ ପଡ଼ିବ । ସେହିପରି ଫାଇନ ସହ ଫର୍ମପୂରଣର ଶେଷ ତାରିଖ ନଭେମ୍ବର ୨୨ତାରିଖ ରହିଛି । ଚଳିତବର୍ଷ ନିୟମିତ ଛାତ୍ରଛାତ୍ରୀଙ୍କୁ ୩୨୦ ଟଙ୍କା ପରୀକ୍ଷା ଫି ଓ ଅନ୍ୟମାନଙ୍କୁ ୪୦୫ଟଙ୍କା ପରୀକ୍ଷା ଫି ଦାଖଲ କରିବାକୁ ପଡ଼ୁଛି । ବିଳମ୍ବରେ ପଞ୍ଜିକରଣ ଓ ଫର୍ମ ଦାଖଲ ପାଇଁ ଅଧିକ ୫୦ଟଙ୍କାର ଜୋରିମାନା ଦେବାକୁ ପଡ଼ିବ । ଫେବୃୟାରୀ ଶେଷ ଭାଗରେ ମାଟ୍ରିକ ପରୀକ୍ଷା ହେବାର କାର୍ଯ୍ୟକ୍ରମ ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top