Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମାଲକାନଗିରିରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମାଲକାନଗିରିରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏମ୍‌ଭି-୩ BSF ପଡ଼ିଆରେ ହେଲିକପ୍ଟରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ ଓ ମୁଖ୍ୟ ସଚିବ । ମାଲକାନଗିରିରେ ଆକାଶ ମାର୍ଗରେ ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ।

ସୂଚନଯୋଗ୍ୟ; ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମାଲକାନଗିରିରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ମଧ୍ୟ ହୋଇଛି। ଅନେକ ଅଂଚଳକୁ ଏବେ ବି ଯୋଗାଯୋଗ ବିଛିନ୍ନ ରହିଛି । ଏବେ ସ୍ଥିତି ସାମାନ୍ୟ ସୁଧୁରିଥିଲେ ମଧ୍ୟ ସମ୍ପୂର୍ଣ୍ଣ ବିପଦ ଟଳିନି । ପୂର୍ବରୁ ମାଲକାନଗିରିରେ ପରିସ୍ଥିତି ମୁକାବିଲା ପାଇଁ ଦୁଇ ଜଣ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ଵ ଦେଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top