Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଓଡିଶା ବିଜେପି

ଭୁବନେଶ୍ବର: ଓଡ଼ିଶା ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀକୁ ନେଇ ଟୁଇଟ କଲେ ବିଜେଡି ସାଂଗଠନିକ ସଂପାଦକ ତଥା ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ମୁଖ୍ଯମନ୍ତ୍ରୀ ପ୍ରାର୍ଥୀ ଘୋଷଣା ନେଇ ବିଜୁ ଜନତା ଦଳର ଦାବି ଓଡ଼ିଶା ବିଜେପି ମାନିନେଇଥିବା କହିଛନ୍ତି ପ୍ରଣବ । ସୋସିଆଲ ମିଡିଆ ଏକ୍ସରେ ପ୍ରଣବ କହିଛନ୍ତି, ଆଜି ସକାଳ ୯ଟା ବେଳେ ଓଡ଼ିଶା ବିଜେପିର ବରିଷ୍ଠ ନେତାମାନେ ମିଳିତ ସାମ୍ବାଦିକ ସମ୍ମିଳନୀ କରି ୨୦୨୪ ବିଧାନସଭା ନିର୍ବାଚନ ପାଇଁ ସେମାନଙ୍କର ମୁଖ୍ଯମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବାକୁ ଯାଉଛନ୍ତି । ବିଜେପି ବିଜେଡିର ଦାବି ମାନନେଇଥିବା ଜାଣି ଖୁସି ଲାଗିଲା ।

ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ସସ୍ମିତ ପାତ୍ର ସମାନ କଥା ଟ୍ୱିଟ୍ କରିଛନ୍ତି । ପୂର୍ବରୁ ବିଜେପିର ମୁଖ୍ଯମନ୍ତ୍ରୀ ଚେହେରା କିଏ ବୋଲି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ପ୍ରଶ୍ନ କରିଥିଲେ । ୧୦ ବର୍ଷ ହେଲା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ଯମନ୍ତ୍ରୀ ହେବାକୁ ସ୍ବପ୍ନ ଦେଖୁଥିଲେ ମଧ୍ଯ ତାଙ୍କ ଦଳ ତାଙ୍କ ନାଁ ବି ଘୋଷଣା କରୁନି ବୋଲି କହି କଟାକ୍ଷ କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top