Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ମେ’ ୧୯ରେ ପାଟକୁରା ବିଧାନସଭା ଆସନରେ ହେବ ନିର୍ବାଚନ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଆସନ୍ତା ମେ’ ୧୯ ତାରିଖରେ ପାଟକୁରା ବିଧାନସଭା ଆସନରେ ମତଦାନ ହେବ ବୋଲି ଆଜି ନିର୍ବାଚନ କମିଶନଙ୍କ ତରଫରୁ ସୂଚନା ମିଳିଛି | ଏନେଇ ନିର୍ବାଚନ କମିଶନଙ୍କ ତରଫରୁ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି । ତେବେ ମେ’ ୧ ରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ମେ’ ୨ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ମେ’ ୪ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯାଇପାରିବ । ଚତୁର୍ଥ ପର୍ଯ୍ୟାୟ ତଥା ଏପ୍ରିଲ ୨୯ରେ ପାଟକୁରାରେ ନିର୍ବାଚନ ହେବାର ଥିଲା । ଉଲ୍ଲେଖନୀୟ, ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ କାରଣରୁ ଏଠାରେ ବିଧାନସଭା ପାଇଁ ମତଦାନକୁ ସ୍ଥଗିତ ରଖାଯାଇଥିଲା । ସେଥିଲାଗି ଏପ୍ରିଲ ୨୯ ନିର୍ବାଚନ ବଦଳି ମେ’ ୧୯ରେ ହେବ ବୋଲି ସୂଚନା ମିଳିଛି |

Click to comment

Leave a Reply

Your email address will not be published. Required fields are marked *

Most Popular

To Top