Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

‘ମୋ ବସ୍’ରେ ଯାତ୍ରା କଲେ ଗୃହ ନଗର ଉନ୍ନୟନ ମନ୍ତ୍ରୀ

ମୋ ବସ୍‌ରେ ଯାତ୍ରା କରି ସମୀକ୍ଷା କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ ମାଷ୍ଟର କ୍ୟାଣ୍ଟିନରୁ ଗାଡ଼କଣା ଯାଏ ‘ମୋ ବସ୍’ରେ ଯାତ୍ରା କରିଥିବାର ଦେଖିବାକୁ ମିଳିଛି । ତାଙ୍କ ସହ ସଚିବ ଅରୁଣ ବୋଥ୍ରା ମଧ୍ୟ ରହିଛନ୍ତି । ମୋ ବସରେ ଯାତ୍ରା କରିବା ସମୟରେ ମନ୍ତ୍ରୀ କହିଛନ୍ତି, ବସରେ ଯାତ୍ରା କଲେ ହିଁ, ଆମେ ଲୋକଙ୍କ ଅସୁବିଧା ବୁଝିପାରିବୁ । ତେଣୁ ସେ ଆଜି ମୋ ବସରେ ଯାତ୍ରା କରିଛନ୍ତି ବୋଲି କହିଛନ୍ତି ।

ଏହି ଯାତ୍ରା ସମୟରେ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ନିଜେ ଟିକେଟ କାଟିଛନ୍ତି ଓ ଲୋକମାନଙ୍କ ସହ ବସି ଲୋକଙ୍କ ସହ ସୁବିଧା ଅସୁବିଧା ବିଷୟରେ ବୁଝିଛନ୍ତି। ପରେ ମନ୍ତ୍ରୀ କହିଛନ୍ତି ବସ୍‌ ସେବା ଭଲ ଅଛି, ଆହୁରି ବସ୍ ସଂଖ୍ୟା ବଢ଼ିବ । ଆଉ ୪ଶହ ଇଲେକ୍ଟ୍ରୋନିକ୍ ବସ୍ ଆସୁଛି, ଖୁବ୍‌ଶୀଘ୍ର ପହଞ୍ଚିବ । ଭୁବନେଶ୍ବର ଓ କଟକ ପାଇଁ ଶହେ ଲେଖାଏଁ ବସ୍ ରହିବ । ଟ୍ରାଫିକ୍ ସମସ୍ୟା, ଦୁର୍ଘଟଣା ଆଦି ପ୍ରସଙ୍ଗକୁ ଗୁରୁତ୍ବ ସହ ନିଆଯିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top