Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ରଘୁନାଥ ମହାନ୍ତି ବିଜେଡି ଉପସଭାପତି ନିଯୁକ୍ତ

ଭୁବନେଶ୍ୱର : ଦୀର୍ଘ ୫ବର୍ଷ ଧରି ଦଳରେ ଅଣଦେଖା ହୋଇ ରହିଥିବା ବରିଷ୍ଠ ନେତା ରଘୁନାଥ ମହାନ୍ତିଙ୍କୁ ଆଜି ବିଜେଡି ଉପସଭାପତି ଭାବେ ନିଯୁକ୍ତି ମିଳିଛି । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଦଳର ସକ୍ରିୟ ସଂଗଠନ କାର୍ଯ୍ୟକୁ ଫେରାଇ ଆଣି ପୁଣିଥରେ ଉପସଭାପତି ପଦରେ ଅବସ୍ଥାପିତ କରିଥିବାବେଳେ ଢେଙ୍କାନାଳ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ନ୍ୟସ୍ତ କରିଛନ୍ତି । ଦଳର ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଆଜି ଏକ ପ୍ରେସ୍ ଇସ୍ତାହାରରେ ଏନେଇ ସୂଚନା ଦେଇଛନ୍ତି । ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତଙ୍କୁ ଉପସଭାପତି ପଦରୁ ବହିଷ୍କାର କରାଯିବା ପରେ ଦଳରେ ଗୋଟିଏ ଉପସଭାପତି ପଦ ଖାଲି ପଡ଼ିଥିଲା । ଡାକ୍ତର ରାଉତ ମଧ୍ୟ ଢେଙ୍କାନାଳ ଜିଲ୍ଲାର ପର୍ଯ୍ୟବେକ୍ଷକ ଥିଲେ । ଏବେ ଶ୍ରୀ ମହାନ୍ତି ଏହି ଦୁଇଟି ଯାକ ଦାୟିତ୍ୱ ତୁଲାଇବେ । ବୋହୂ ବର୍ଷାସୋନିକୁ ନିର୍ଯାତନା ଦେବା ଅଭିଯୋଗରେ ଶ୍ରୀ ମହାନ୍ତି ବିଜେଡି ଉପସଭାପତି ଓ ମନ୍ତ୍ରୀ ପଦ ହରାଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top