Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜଧାନୀର ସେଲୁନ ଆଣ୍ଡ ସ୍ପାରେ ସେକ୍ସ ରାକେଟ୍ ଠାବ କଲା ପୋଲିସ୍

ରବି ଟକିଜ୍ ଛକରେ ଥିବା ଡାଇମଣ୍ଡ ସେଲୁନ ଆଣ୍ଡ ସ୍ପାରେ ଚାଲିଛି ସେକ୍ସ ରାକେଟ୍ । ରବି ଟକିଜ୍ ସ୍ଥିତ ଡାଇମଣ୍ଡ ସେଲୁନ ଆଣ୍ଡ ସ୍ପାରେ ଅନୈତିକ କାର୍ଯ୍ୟ ହେଉଥିବା ଅଭିଯୋଗ ହେବା ପରେ ବଡଗଡ ପୋଲିସ୍ ସ୍ପା ଉପରେ ଚଢାଉ କରିଛି । ଚଢାଉ ପରେ ସେଠାରେ ସେକ୍ସ ରାକେଟ୍ ଚାଲିଥିବାର ପ୍ରମାଣ ମିଳିଛି ।ଚଢ଼ାଉ ବେଳେ ସେଲୁନ୍ ଆଣ୍ଡ୍ ସ୍ପାରୁ ଆପତ୍ତିଜନକ ଜିନିଷ ଠାବ କରିବା ସହ ପୋଲିସ୍ କିଛି ଯୁବକ, ୨ ଯୁବତୀ ଉଦ୍ଧାର କରିଛି । ପୁଲିସ ସେଲୁନ୍ ଆଣ୍ଡ୍ ସ୍ପା ସିଲ୍ କରି ଘଟଣାର ତଦନ୍ତ ଆରମ୍ଭ କରିଛି।ଏଥିସହିତ ସ୍ପା ମାଲିକଙ୍କ ମାଡ଼ରେ ଯୁବକ ଜଣଙ୍କ ଆହତ ହୋଇଛନ୍ତି । ତେବେ ଉକ୍ତ ଯୁବତୀଙ୍କୁ ଉଦ୍ଧାର କରିବା ପାଇଁ ଜଣେ ଯୁବକ ଆସିଥିବା ବେଳେ ତାଙ୍କୁ ସ୍ପା ମାଲିକ ମାଡମାରିଥିବା ସୂଚନା ମିଳୁଛି ।ସୂଚନଯୋଗ୍ୟ; ଭୁବନେଶ୍ୱର ସ୍ଥିତ ରବି ଟକିଜ୍ ଛକରେ ଥିବା

ଡାଇମଣ୍ଡ ସେଲୁନ ଆଣ୍ଡ ସ୍ପାରେ ଜଣେ ଯୁବତୀଙ୍କୁ ଚାକିରି ଦେବା ବାହାନାରେ ଅନନୈତିକ କାର୍ଯ୍ୟରେ ଲଗାଯାଇଥିଲା । ଏହାର ଖବର ପାଇ ଯୁବତୀଙ୍କ ଭାଇ ସ୍ପାରେରେ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରିଥିଲେ। ଏହି ସମୟରେ ସ୍ପା ମାଲିକ ସଂପୃକ୍ତ ଯୁବତୀ ଓ ତାଙ୍କୁ ମାରପିଟ କରିଥିଲେ। ଯୁବତୀଙ୍କ ଚିତ୍କାର ଶୁଣି ଦୌଡ଼ି ଯୁବତୀ ଓ ତାଙ୍କ ଭାଇଙ୍କୁ ସେଠାରୁ ଉଦ୍ଧାର କରିଥିଲେ ଓ ଏଥିସହ ବଡ଼ଗଡ଼ ପୁଲିସକୁ ଖବର ଦେଇଥିଲେ। ବରଗଡ଼ ପୁଲିସ ପହଞ୍ଚି ସ୍ପାରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ସେଲୁନ୍ ଆଣ୍ଡ୍ ସ୍ପାରୁ ଆପତ୍ତିଜନକ ଜିନିଷ ମିଳିଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top