Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ଆଜି ୧୨,୩୯୦ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ୱେୟାର):
ପୁଣି ଥରେ ରାଜ୍ୟରେ ରେକର୍ଡ ଭାଙ୍ଗିଛି ମହାମାରୀ। ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ୧୨,୩୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୬୯୩୮ ଚିହ୍ନଟ ହୋଇଥିବା ବେଳେ ୫୪୫୨ ହେଉଛି ଲୋକାଲ କେସ୍‌।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୦୧ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୧୯, ଅନୁଗୁଳରୁ ୫୩୨,ବରଗଡ଼ରୁ ୫୦୭ ବାଲେଶ୍ୱରରୁ ୩୪୦, ଭଦ୍ରକରୁ ୪୧୨ ଓ ବଲାଙ୍ଗିରରୁ ୪୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୟୂରଭଞ୍ଜରୁ ୪୮୦ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ପୁରୀରୁ ୪୬୯, ବଲାଙ୍ଗିରରୁ ୪୬୧, ଯାଜପୁରରୁ ୪୩୬, ଝାରସୁଗୁଡ଼ାରୁ ୪୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ପଜିଟିଭ ସଂଖ୍ୟା ୫,୮୮,୬୮୭ରେ ପହଞ୍ଚିଥିବା ବେଳେ ୪,୮୨,୩୪୫ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ଆକ୍ଟିଭ କେସ୍ ୧୦୪୦୧୬ ରହିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top