Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ଆରମ୍ଭ ହେଲା ଚାଉଳ ଏଟିଏମ୍‌ 

ରାଜ୍ୟରେ ପ୍ରଥମ ଥର ପାଇଁ ଖୋଲିଲା ଚାଉଳ ଏଟିଏମ୍‌ । ଆଜି ଭୁବନେଶ୍ବରସ୍ଥିତ ମଞ୍ଚେଶ୍ୱର ଚାଉଳ ଗୋଦାମରେ ରାଇସଅନ୍ନପୂର୍ତ୍ତି ଚାଉଳ ଏଟିଏମ୍‌ ଉଦଘାଟନ କରିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ପାଇଲଟ ପ୍ରକଳ୍ପ ଭାବେ ଭୁବନେଶ୍ଵରରୁ ସେବା ଆରମ୍ଭ ହୋଇଛି । ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ରାଇସ ଏଟିଏମ ଆରମ୍ଭ ହୋଇଛି । ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ଏଟିଏମ୍‌ କାର୍ଡ ଦିଆଯିବ । ଏଟିଏମରୁ ଜଣେ ହିତାଧିକାରୀ ପାଇଁ ୨୫ କେଜି ଚାଉଳ ବାହାରିବାର ବ୍ୟବସ୍ଥା କରାଯାଇଛି ।

ଏହି ଏଟିଏମରେ ୨୪ ଘଣ୍ଟିଆ ଚାଉଳ ଉପଲବ୍ଧ ହେବ ।ସେହିପରି ସବୁ ଜିଲ୍ଲାର ଯେକୌଣସି ହିତାଧିକାରୀ ଏହି କାର୍ଡ ବ୍ୟବହାର ହୋଇପାରିବ ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର କହିଛନ୍ତି ।ସେ ଆଉ ମଧ୍ୟ କହିଛନ୍ତି ଯଦି ଏହି ଏଟିଏମ୍ ସଫଳତାର ସହ କାର୍ଯ୍ୟ କରେ ତେବେ ଆଗାମୀ ଦିନରେ ସବୁ ଜିଲ୍ଲା ଆଉ ବ୍ଲକରେ ଖୋଲିବ ଚାଉଳ ଏଟିଏମ୍‌ । ଫଳରେ ଲୋକେ ଆଉ ଡିଲରଙ୍କ ଦ୍ୱାରା ଠକାମୀର ଶିକାର ହେବେନି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top