Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ବନ୍ଦ ହେବନି ମିଶନ ଶକ୍ତି ଯୋଜନା

ମିଶନ ଶକ୍ତିକୁ ନେଇ ଆସିଲା ବଡ଼ ଅପଡେଟ। ରାଜ୍ୟରେ ଆଗକୁ ଚାଲୁ ରହିବ ଏହି ଲାଭଦାୟକ ଯୋଜନା। ମିଶନ ଶକ୍ତି ମହିଳାମାନେ ୧୯ଟି ବିଭାଗ ସହିତ ଜଡିତ। ଆଗକୁ ଏହି କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ କଲ୍ଯାଣ ମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି ।

ରାଜ୍ୟରେ ମିଶନ ଶକ୍ତି ଯୋଜନାକୁ ନେଇ ଚର୍ଚ୍ଚା। ଏହି ଯୋଜନା ଜାରି ରହିବ କିନ୍ତୁ ନା ବଦଳିବ ବୋଲି ଆଲୋଚନା ହେଉଥିଲା। ନୂଆ ସରକାର ମହିଳାଙ୍କ ପାଇଁ ଉଲ୍ଲେଖନୀୟ ପରିବର୍ତ୍ତନ କରିବା ନେଇ ପ୍ରସ୍ତୁତ ହେଉଛନ୍ତି। ରାଜ୍ୟରେ ବିଜେପି ସରକାର ଆସିବା ପରେ ବିଭିନ୍ନ ଲାଭଦାୟକ ଯୋଜନା ଲାଗୁ ନେବା ଚର୍ଚ୍ଚା ଲାଗି ରହିଛି । ଏହି କ୍ରମରେ ପୂର୍ବ ସରକାରଙ୍କ ସମୟରୁ ଚାଲିଆସିଥିବା କିଛି ଯୋଜନା ଓ ପଦକ୍ଷେପ ଉପରେ ପୂର୍ଣ୍ଣଚ୍ଛେଦ ପଡିଛି। ନିକଟରେ ୫ଟି ଓ ମୋ ସରକାରକୁ ହଟାଇ ଦିଆଯାଇଥିବା ବେଳେ ଏବେ ମିଶନ ଶକ୍ତିକୁ ନେଇ ବଡ଼ ଖବର ଆସିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top