Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ରାଜ୍ୟ କର୍ମଚାରୀଙ୍କୁ ୨% ଡିଏ

ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀଙ୍କୁ ୨% ଅଧିକ ମହଙ୍ଗା ଭତ୍ତା(ଡିଏ) ମିଳିବ । ୨୦୧୮ ଜାନୁୟାରୀ ପହିଲାରୁ ସରକାରୀ କର୍ମଚାରୀମାନେ ୫% ପରିବର୍ତ୍ତେ ୭ ପ୍ରତିଶତ ମହଙ୍ଗା ଭତ୍ତା ପାଇବେ । କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୭ ପ୍ରତିଶତ କରିବା ପାଇଁ ଅର୍ଥ ବିଭାଗ ପଠାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ସେହିପରି ସଂଶୋଧିତ ହାରରେ ପେନ୍ସନ୍ ପାଉଥିବା ପେନ୍ସନ୍ଭୋଗୀଙ୍କୁ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି ହୋଇଥିବାବେଳେ ପୁରୁଣା ହାରରେ ପେନ୍ସନ୍ ନେଉଥିବା କର୍ମଚାରୀଙ୍କୁ ୩ ପ୍ରତିଶତ ମହଙ୍ଗା ଭତ୍ତା ମିଳିବ । ଏନେଇ ରାଜ୍ୟ ସରକାରଙ୍କ ଉପରେ ଅତିରିକ୍ତ ୩୦୦କୋଟି ଟଙ୍କାର ବୋଝ ପଡ଼ିବ । ସପ୍ତମ ବେତନ କମିଶନ ସୁପାରିସ୍ ଲାଗୁ ହେବା ପରେ ଗତବର୍ଷ ନଭେମ୍ବର ମାସରେ ୧ ପ୍ରତିଶତ ମହଙ୍ଗା ଭତ୍ତା ଘୋଷଣା ହୋଇଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top