Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ରାଜ୍ୟ ପ୍ରଶାସନରେ ଅଦଳ ବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ବରିଷ୍ଠ ଆଇଏଏସସ୍ତରରେ ଅଦଳବଦଳ କରିଛନ୍ତି । ୧୯୯୧ ବ୍ୟାଚ୍‍ ଆଇଏଏସ୍‍ ଅନୁ ଗର୍ଗଙ୍କୁ ମହିଳା ଓ ଶିଶୁ ବିକାଶ ଏବଂ ମିଶନଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି । ଶ୍ରୀମତୀ ଗର୍ଗ ରାଜ୍ୟ ଶ୍ରମ ଓ ଇଏସ୍‍ଆଇ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ତୁଲାଉଛନ୍ତି । ୧୯୯୫ ବ୍ୟାଚ୍‍ ଆଇଏଏସ୍‍ ଚିତ୍ରା ଅରୁମୁଗମ ହେଲେ ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ । ଶ୍ରୀମତୀ ଅରୁମୁଗମ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଦାୟିତ୍ୱରେ ଥିଲେ । ୨୦୦୫ ବ୍ୟାଚ୍‍ ଆଇଏସ୍‍ ପ୍ରଣବ ଜ୍ୟୋତି ନାଥ ଶିଳ୍ପ ନିର୍ଦ୍ଦେଶକ ହେଲେ । ୨୦୧୨ ବ୍ୟାଚ୍‍ ଆଇଏଏସ୍‍ ସ୍ମୃତି ରଞ୍ଜନ ପ୍ରଧାନ ହେଲେ । ଏନ୍‍ଆରଏଲ୍‍ଏମ୍‍ ନିର୍ଦ୍ଦେଶକ ଓ ଶିଶୁ ବିକାଶ ଏବଂ ମିଶନଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ । ଶ୍ରୀମତୀ ଗର୍ଗ ରାଜ୍ୟ ଶ୍ରମ ଓ ଇଏସ୍‍ଆଇ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ତୁଲାଉଛନ୍ତି । ୧୯୯୫ ବ୍ୟାଚ୍‍ ଆଇଏଏସ୍‍ ଚିତ୍ରା ଅରୁମୁଗମ ହେଲେ ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ । ଶ୍ରୀମତୀ ଅରୁମୁଗମ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଦାୟିତ୍ୱରେ ଥିଲେ । ୨୦୦୫ ବ୍ୟାଚ୍‍ ଆଇଏସ୍‍ ପ୍ରଣବ ଜ୍ୟୋତି ନାଥ ଶିଳ୍ପ ନିର୍ଦ୍ଦେଶକ ହେଲେ । ୨୦୧୨ ବ୍ୟାଚ୍‍ ଆଇଏଏସ୍‍ ସ୍ମୃତି ରଞ୍ଜନ ପ୍ରଧାନ ଏନ୍‍ଆରଏଲ୍‍ଏମ୍‍ ନିର୍ଦ୍ଦେଶକ ହୋଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top