Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଶ୍ରୀମନ୍ଦିର ଦଧିନଉତି ଉପରକୁ ଚଢିବା ଘଟଣା: ତନାଘନା ଆରମ୍ଭ କଲା ପୋଲିସ

ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଏବେ ପ୍ରଶ୍ନ ଉଠିଛି । ଶ୍ରୀମନ୍ଦିର ଦଧିନଉତି ଉପରକୁ ଜଣେ ବ୍ୟକ୍ତି ଚଢିଯିବା ଘଟଣାରେ ପୋଲିସର ତନାଘନା ଆରମ୍ଭ ହୋଇଛି । କେଉଁ ପରିସ୍ଥିତିରେ ଓ କାହିଁକି ସେ ଦଧିନଉତି ଉପରକୁ ଚଢିଯାଇଥିଲେ, ସେ ନେଇ ପୋଲିସ ତଦନ୍ତ କରୁଛି ।ସୂଚନାଯୋଗ୍ୟ, ଗତକାଲି ଶ୍ରୀମନ୍ଦିର ଦଧିନଉତି ଉପରକୁ ବୃଦ୍ଧ ଜଣଙ୍କ ଚଢି ଯାଇଥିଲେ । ଛତ୍ରପୁରର ବଳରାମ ମହାରଣା ସନ୍ଧ୍ୟାରେ ନୀଳଚକ୍ରରେ ଚଢି ଦୀର୍ଘ ସମୟ ରହିଲେ । ଘଟଣାସ୍ଥଳରେ ପୋଲିସ, ଅଗ୍ନିଶମ ବାହିନୀ ଓ ମନ୍ଦିର ପ୍ରଶାସନ ପହଞ୍ଚି ଉଦ୍ଧାର କରିଥିଲେ । ତେବେ କାହିଁକି ସେ ଚଢିଥିଲେ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନି । ତାଙ୍କ ମାନସିକ ସ୍ଥିତି ଠିକ ନଥିବା ସନ୍ଦେହ କରାଯାଉଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top