Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ସମସ୍ତଙ୍କୁ ସରକାରୀ ମେଡିକାଲ କଲେଜରେ ମାଗଣା ଚିକିତ୍ସା

ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଫେବୃୟାରୀ ୧ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ସମସ୍ତଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିବ । ପୂର୍ବରୁ ଏହି ସୁବିଧା କେବଳ ଗ୍ରାମାଞ୍ଚଳର ସ୍ୱାସ୍ଥ୍ୟକେନ୍ଦ୍ରଠୁ ଜିଲ୍ଲାସ୍ତରୀୟ ମୁଖ୍ୟ ହସ୍ପିଟାଲ ପର୍ଯ୍ୟନ୍ତ ସୀମିତ ଥିଲା । ଏହା ସହିତ ସମସ୍ତ ରୋଗୀଙ୍କୁ ବ୍ଲଡବ୍ୟାଙ୍କରୁ ମାଗଣାରେ ରକ୍ତ ମିଳିବ ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ପ୍ରେସ ରିଲିଜ୍ ଅନୁସାରେ ଏହି ମାଗଣା ଚିକିତ୍ସା ସୁବିଧା ଉଭୟ ଏପିଏଲ ଓ ବିପିଏଲ ବର୍ଗର ଲୋକେ ପାଇବେ । ଏଥିପାଇଁ କୌଣସି ଆୟକର ପ୍ରମାଣପତ୍ର କିମ୍ବା ସ୍ଥାୟୀ ବାସିନ୍ଦାର ପ୍ରମାଣପତ୍ର ଦେବାକୁ ପଡ଼ିବ ନାହିଁ । ସମସ୍ତ ସରକାରୀ ମେଡିକାଲରେ ରୋଗୀଙ୍କୁ ମାଗଣାରେ ଆଇସିୟୁ, ସର୍ଜରୀ, ଓଟି ସୁବିଧା ଓ ବେଡ୍ ସୁବିଧା ମିଳିବ । ଏଥିନିମନ୍ତେ ରାଜ୍ୟ ବଜେଟରେ ଅତିରିକ୍ତ ଭାବେ ୧୦୦କୋଟି ଟଙ୍କାର ବଜେଟ୍ ପ୍ରାବଧାନ କରିଛନ୍ତି । ଏହାବ୍ୟତୀତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ପଞ୍ଜିକୃତ ୭୦ଲକ୍ଷ ପରିବାରକୁ ତାଲିକାଭୁକ୍ତ ଘରୋଇ ହସ୍ପିଟାଲରେ ୭ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସୁବିଧା ମିଳିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top