Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସରକାରୀ ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।ସେମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି (CL) ଓ ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି ( Special CL) ସହିତ ପାଇ ପାରିବେ।ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ। ମହିଳା ମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି।ସୂଚନା ଯୋଗ୍ୟ ଯେ ଏହି ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top