Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସାମ୍ଭାବ୍ୟ ବାତ୍ୟା ପାଇଁ ୧୭୮ଟି ଟ୍ରେନ୍ ବାତିଲ

ମାଡ଼ି ଆସୁଛି ବାତ୍ୟା ‘ଦାନା’ । ୨୪ ରାତି କିମ୍ବା ୨୫ ସକାଳ ଲ୍ୟାଣ୍ଡଫଲ କରିବ ଭୀଷଣ ବାତ୍ୟା ଦାନା । ଲ୍ୟାଣ୍ଡଫଲ କରିବା ସମୟରେ ଘଣ୍ଟାପ୍ରତି ବହିବ ୧୦୦ ରୁ ୧୧୦ କିମି ବେଗରେ ପବନ ବହିବ । ଭୀଷଣ ବାତ୍ୟା ଭାବରେ କରିବ ଲ୍ୟାଣ୍ଡଫଲ ।ବାତ୍ୟା ଦାନା ପାଇଁ ବ୍ୟାପକ ଟ୍ରେନ ବାତିଲ ଘୋଷଣା । ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୮୫ ଟି ଅପର ଟ୍ରେନ ଏବଂ ୯୩ଟି ଡାଉନ ଟ୍ରେନ ବାତିଲ ନେଇ ରେଲୱେର ସୂଚନା ।

ପୂର୍ବ ତଟ ରେଳବାଇ ସୂଚନା ଅନୁଯାୟୀ, ଅକ୍ଟୋବର ୨୩ରୁ ଅକ୍ଟୋବର ୨୫ ପର୍ଯ୍ୟନ୍ତ କିଛି ଟ୍ରେନ୍ ତିନି ଦିନ ପାଇଁ ବାତିଲ କରାଯାଇଛି। ଦକ୍ଷିଣ ଆଡ଼କୁ ଯାଉଥିବା ୮୫ଟି ଟ୍ରେନ୍‌ ବାତିଲ କରାଯାଇଛି। ପୂର୍ବ ଆଡ଼କୁ ଯାଉଥିବା ୯୩ଟି ଟ୍ରେନ୍‌ ମଧ୍ୟ ବାତିଲ ହୋଇଛି। ବାତିଲ ହୋଇଥିବା ଗୁରୁତ୍ବପୂର୍ଣ୍ଣ ଟ୍ରେନ୍‌ ମଧ୍ୟରେ ହାଓଡା-ସିକନ୍ଦରାବାଦ୍‌, ସାଲିମାର-ପୁରୀ, ନୂଆଦିଲ୍ଲୀ-ଭୁବନେଶ୍ବର, ହାୱଡା-ଭୁବନେଶ୍ବର, ହାୱଡା-ପୁରୀ, ନୂଆଦିଲ୍ଲୀ-ପୁରୀ, ଖଡ଼ଗପୁର-ଖୋର୍ଦ୍ଧା, ସମ୍ବଲପୁର-ପୁରୀ, ରାଉରକେଲା-ଭୁବନେଶ୍ବର ଟ୍ରେନ୍‌ ବାତିଲ କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top