Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସ୍କୁଲକୁ ପୋଷ୍ୟ ଗ୍ରହଣ ପାଇଁ ଅନୁମତି ଲୋଡ଼ିଲେ ନିରଞ୍ଜନ

ଭୁବନେଶ୍ୱର(ଓଡ଼ିଶା ୱେୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ‘ମୋ ସ୍କୁଲ ଅଭିଯାନ’ରେ ସାମିଲ ହେବା ପାଇଁ ବିଧାୟକମାନଙ୍କୁ ଆହ୍ୱାନ କରିଥିବାବେଳେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆଜି ୭ଟି ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ସରକାରଙ୍କ ଅନୁମତି ଲୋଡ଼ିଛନ୍ତି ।
ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଆଜି ଓପେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆଙ୍କୁ ଚିଠି ଲେଖି ସେ ଅତୀତରେ ପଢ଼ିଥିବା ସ୍କୁଲକୁ ସରକାରଙ୍କ ବିଧିବ୍ୟବସ୍ଥା ଅନୁସାରେ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିବାକୁ ଇଚ୍ଛା ବ୍ୟକ୍ତ କରିଛନ୍ତି । ସେହିସବୁ ସ୍କୁଲଗୁଡ଼ିକ ସହ ତାଙ୍କର ଭାବଗତ ସମ୍ପର୍କ ଓ କର୍ତ୍ତ୍ୟ ପାଳନ ନିତାନ୍ତ ଆବଶ୍ୟକତା ଥିବାରୁ ଏଥିପାଇଁ ତାଙ୍କୁ ଯଥାଶୀଘ୍ର ସୁଯୋଗ ଦେବାକୁ ସେ ଅନୁରୋଧ କରିଛନ୍ତି ।
ଶ୍ରୀ ପଟ୍ଟନାୟକ ଯେଉଁ ୭ଟି ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ କହିଛନ୍ତି ସେଥିରେ ୫ଟି କେନ୍ଦୁଝର ଜିଲ୍ଲା ଓ ୨ଟି ମୟୂରଭଞ୍ଜ ଜିଲ୍ଲାରେ ରହିଛି । ସେହି ସ୍କୁଲଗୁଡ଼ିକ ହେଲା କେନ୍ଦ୍ରଝର ଜିଲ୍ଲାର ଆନନ୍ଦପୁରସ୍ଥିତ ମଡେଲ ସ୍କୁଲ, କେନ୍ଦୁଝର ଗଡ଼ସ୍ଥିତ ମୋଚିବନ୍ଧ ପ୍ରାଥମିକ ସ୍କୁଲ, ତେଲକୋଇ ପ୍ରାଥମିକ ସ୍କୁଲ, ଆନନ୍ଦପୁରସ୍ଥିତ ବିଏନ ସରକାରୀ ହାଇସ୍କୁଲ, କେନ୍ଦୁଝରସ୍ଥିତ ଡିଏନ ସରକାରୀ ହାଇସ୍କୁଲ ସମେତ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ସରକାରୀ ହାଇସ୍କୁଲ ଓ ବାଙ୍ଗିରିପୋଷି ହାଇସ୍କୁଲ ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top