Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନାଏବ ସିଂ ସୈନୀ

ହରିୟାଣାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ବିଜେପି ନେତା ନୟାବ ସିଂ ସୈନି। ଆଜି ହରିୟାଣାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରି ଶୀର୍ଷ ପଦବୀରେ ସେ ଦ୍ବିତୀୟ ଥର ପାଇଁ ଅବସ୍ଥାପିତ ହୋଇଛନ୍ତି। ପଞ୍ଚକୁଲାରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ୧୯ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ । ବିଜେପି ଏବଂ ସହଯୋଗୀ ଦଳ ଦ୍ୱାରା ଶାସିତ ରାଜ୍ୟର ୧୬ ଉପମୁଖ୍ୟମନ୍ତ୍ରୀ ମଧ୍ୟ ସମାରୋହରେ ସାମିଲ ହୋଇଥିଲେ । ଓଡିଶାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ମଧ୍ୟ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ।

ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ୧୩ ଜଣ ମନ୍ତ୍ରୀ ପଦରେ ଶପଥ ଗ୍ରହଣ କରିଛନ୍ତି ।୨୦୨୪ ହରିୟାଣା ବିଧାନସଭା ନିର୍ବାଚନରେ କଂଗ୍ରେସକୁ ପଛରେ ପକାଇ ଲଗାତର ତୃତୀୟ ଥର ପାଇଁ କ୍ଷମତା ହାସଲ କରିଥିଲା ବିଜେପି। ହରିୟାଣା ବିଧାନସଭା ନିର୍ବାଚନରେ ମୋଟ ୯୦ଟି ଆସନ ମଧ୍ୟରୁ ବିଜେପି ୪୮ଟି ଆସିନରେ ବିଜୟୀ ହୋଇଥିଲା। ଏହାପରେ ନାଏବ ସିଂ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବା ନେଇ ବିଜେପି ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top