Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ହରଡ଼ଘଣାରେ ନାଗୀନ-୩ ଫେମ୍ ଅଭିନେତା

ମୁମ୍ବାଇ: ଫସିଲେ ଲୋକପ୍ରିୟ ଟେଲିଭିଜନ ଷ୍ଟାର ପର୍ଲ ଭି ପୁରୀ । ମୁମ୍ବାଇର ମଲାଡ ସ୍ଥିତ ମଲୱାନୀ ପୁଲିସ ତାଙ୍କୁ ଗିରଫ କରିଛି । ତାଙ୍କ ବିରୋଧରେ ଦୁଷ୍କର୍ମ ଭଳି ସଙ୍ଗୀନ ଅଭିଯୋଗ ହୋଇଛି । ଅଭିନେତା ପର୍ଲଙ୍କ ସମେତ ପୁଲିସ ଅନ୍ୟ ୫ ଜଣଙ୍କୁ ଗିରଫ କରିଛି । ଏହି ୬ ଜଣଙ୍କ ନାଁରେ ପୀଡିତା ଜଣଙ୍କ ଦୁୁଷ୍କର୍ମ ଅଭିଯୋଗ ଆଣିଛନ୍ତି । ପୁଲିସ ପୀଡିତାଙ୍କ ବୟାନ ରେକର୍ଡ ମଧ୍ୟ କରିଛି ।

ସୂଚନା ଯୋଗ୍ୟ ଯେ ପର୍ଲ ନିଜ ବ୍ୟକ୍ତିଗତ ସମ୍ପର୍କକୁ ନେଇ ସର୍ବଦା ଚର୍ଚ୍ଚାରେ ରହୁନ୍ତି । କିଛି ଦିନ ପୂର୍ବେ ଟେଲି ଅଭିନେତ୍ରୀ କରିଶ୍ମା ତନ୍ନାଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ଶୁଣିବାକୁ ମିଳିଥିଲା । ଦୁହେଁ ବହୁ ସମୟ ଧରି ରିଲସେନରେ ଥିଲେ କିନ୍ତୁ ପରେ ଦୁହେଁ ଅଲଗା ହୋଇଯାଇଥିଲେ ।

ପର୍ଲ ନାଗୀନ-୩ ବ୍ୟତୀତ ଅନ୍ୟ ଟିଭି ପ୍ରୋଜେକ୍ଟରେ ମଧ୍ୟ କାମ କରିଛନ୍ତି । ସେ ଦିଲ୍‌କି ନଜର ସେ ଖୁବସୁରତ, ଫିର୍ ଭି ନା ମାନା ବଦତମିଜ ଦିଲ୍‌, ମେରି ଶାଶୁ ମା’, ନାଗାର୍ଜୁନ ଏକ ଯୋଦ୍ଧା, ବେପନାହା ପ୍ୟାର ଏବଂ ବ୍ରହ୍ମରାକ୍ଷସ-୨ ଭଳି ଲୋକପ୍ରିୟ ଟିଭି ସିରିଏଲରେ ପର୍ଲ କାମ କରିସାରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top