Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ; ୨ ଓଡ଼ିଆ ଯୁବକ ମୃତ

ମଙ୍ଗଳବାର ଭୋରରୁ ଝାଡ଼ଖଣ୍ଡର ରାଜଖରସୁଆଁରେ ଏକ ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଇ ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ଏଥିରେ ରାଉରକେଲାର ୨ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାଯାଇଛି। ଏ ନେଇ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ଚକ୍ରଧରପୁର ଡିଭିଜନ୍‌ର ରାଜଖରସୁଆଁରୁ ୭ କିମି ଦୂରରେ ଥିବା ବାରାବମ୍ବୋ ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି ।ଟ୍ରେନ୍‌ର ୧୮ଟି ବଗି ଟ୍ରାକ୍‌ରୁ ଖସି ଯାଇଥିବା ଜଣାଯାଇଛି। ତାହା ମଧ୍ୟରେ ୧୬ଟି ଯାତ୍ରୀ ବଗି, ଗୋଟିଏ ପ୍ୟାଣ୍ଟ୍ରି କାର୍ ଓ ପାୱାର କାର୍ ରହିଛି। ରାଉରକେଲା, ଝାରସୁଗୁଡା, ଚକ୍ରଧରପୁର, ଟାଟାନଗର ପାଇଁ ହେଲ୍ପଲାଇନ୍ ନମ୍ବର ଜାରି ହୋଇଛି।

ରାଉରକେଲା ପାଇଁ ୦୬୬୧-୨୫୦୧୦୭୨/୨୫୦୦୨୪୪/୨୫୦୦୨୪୪/୨୫୦୦୧୯୧/୨୫୦୦୧୭୧ନମ୍ବର ରହିଥିବା ବେଳେ ଝାରସୁଗୁଡା ପାଇଁ ହେଲ୍ପଲାଇନ ନମ୍ବର ୦୬୬୪୫-୨୭୨୫୩୦ ରହିଛି । ସେହିପରି ଚକ୍ରଧରପୁର ପାଇଁ ୭୨୭୭୦,୦୬୫୮୭-୨୩୮୦୭୨, ଟାଟାନଗର ପାଇଁ ୦୬୫୭-୨୨୯୦୩୨୪ ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top