Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ୟୁନିଫାଏଡ୍‌ ପେନସନ୍‌ ସ୍କିମ୍‌କୁ ମିଳିଲା ମଞ୍ଜୁରୀ

ୟୁନିଫାଏଡ୍‌ ପେନସନ୍‌ ସ୍କିମ୍‌ (UPS)କୁ କେନ୍ଦ୍ର କ୍ୟାବିନେଟ୍‌ର ମଞ୍ଜୁରୀ। ନୂଆ ପେନସନ୍ ସ୍ମିମ୍ (ଏନପିଏସ୍)ରେ ସୁଧାର ଆଣିବା ଲାଗି କମିଟି ଗଠନ କରାଯାଇଥିଲା । ବିସ୍ତୃତ୍ଵ ଆଲୋଚନା ପରେ କମିଟିର ରିପୋର୍ଟ ଆଧାରରେ ଏହି ନୂଆ ସ୍କିମ୍‌କୁ ମଞ୍ଜୁରୀ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ସରକାରୀ କର୍ମଚାରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ୟୁପିଏସ୍‌କୁ ମଞ୍ଜୁର ଦେଇଥିବା ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଯେଉଁମାନେ ୨୦୦୪ରୁ ୨୦୨୫ ମାର୍ଚ୍ଚ ମଧ୍ୟରେ ଅବସର ନେଇଛନ୍ତି ବା ନେବେ, ସେମାନେ ମଧ୍ୟ ଏହି ପେନସନ ଯୋଜନାର ଲାଭ ପାଇପାରିବେ।ଏହି ସ୍କିମ୍‌ ଦ୍ବାରା ୨୩ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ ।

୨୦୨୫ ଏପ୍ରିଲ ୧ ତାରିଖରୁ ଲାଗୁ ହେବ ୟୁନିଫାଇଡ୍‌ ପେନସନ ସ୍କିମ୍‌ । କର୍ମଚାରୀମାନେ ଏନପିଏସ ଏବଂ ୟୁପିଏସ ମଧ୍ୟରେ ଚୟନ କରିବାର ବିକଳ୍ପ ପାଇବେ । ଯଦି ଜଣେ ପେନସନଧାରୀ ମୃତ୍ୟୁ ବରଣ କରନ୍ତି, ତେବେ ତାଙ୍କ ପରିବାର ମୃତ୍ୟୁ ସମୟରେ ପାଇଥିବା ପେନ୍‌ସନ୍‌ର ୬୦ ପ୍ରତିଶତ ପାଇବେ। ଯଦି ଆପଣ ୧୦ ବର୍ଷ ପରେ ଚାକିରି ଛାଡିଦିଅନ୍ତି, ତେବେ ଆପଣଙ୍କୁ ୧୦ ହଜାର ଟଙ୍କା ପେନସନ ମିଳିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top