Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୧୮ରୁ ବିଧାନସଭା ଅଧିବେଶନ,୨୨ରେ ବଜେଟ୍‌

ଭୁବନେଶ୍ୱର(ଓଡ଼ିଶା ୱେୟାର):ଚଳିତମାସ ୧୮ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ । ବଜେଟ୍ ଅଧିବେଶନ ୨ଟି ପର୍ଯ୍ୟାୟରେ ମୋଟ୍ ୩୧ଦିନ ପାଇଁ ବସିବ । ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଫେବୃୟାରୀ ୨୨ତାରିଖରେ ବାର୍ଷିକ ବଜେଟ୍ ଉପସ୍ଥାପନ ହେବ ।
ବିଧାନସଭା ସଚିବାଳୟ ପକ୍ଷରୁ ଜାରି ନୋଟିସ୍ ଅନୁସାରେ, ବିଧାନସଭାର ବଜେଟ୍ ଅଧିବେଶନ ୧୮ତାରିଖରୁ ଆରମ୍ଭ ହେବ । ପ୍ରଥମ ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଅଭିଭାଷଣ ରଖିବେ । ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବୃୟାରୀ ୧୮ରୁ ୨୭ତାରିଖ ପର୍ଯ୍ୟନ୍ତ ୯ଦିନ ପାଇଁ ବସିବ । ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୨ରୁ ଏପ୍ରିଲ ୯ତାରିଖ ପର୍ଯ୍ୟନ୍ତ ବସିବ । ଦ୍ୱିତୀୟ ପର୍ଯ୍ୟାୟରେ ୨୨ଦିନ ବସିବ । ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍ ଫେବୃୟାରୀ ୨୨ତାରିଖ ସୋମବାର ଉପସ୍ଥାପନ ହେବ । ମାର୍ଚ୍ଚ ୩୧ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆଗତ ହେବ । ଚଳିତ ଅଧିବେଶନରେ ମୋଟ ୩୧ଟି କାର୍ଯ୍ୟ ଦିବସ ଥିବାବେଳେ ସେଥିରେ ୪ଟି ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top