Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୧.୭୦ଲକ୍ଷ କୋଟିର ଚିଠା ବଜେଟକୁ ଅନୁମୋଦନ

ଭୁବନେଶ୍ୱର(ଓଡ଼ିଶା ୱେୟାର): ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ପ୍ରାୟ ୧.୭୦ଲକ୍ଷ କୋଟି ଟଙ୍କାର ଚିଠା ବଜେଟକୁ ଆଜି ମନ୍ତ୍ରିପରିଷଦର ମଞ୍ଜୁରୀ ମିଳିଛି । ୨୦୨୦-୨୧ ଆର୍ଥିକ ବର୍ଷ ତୁଳନାରେ ପ୍ରାୟ ସାଢ଼େ ୬ ପ୍ରତିଶତ ବୃଦ୍ଧି ପାଇବାର ସମ୍ଭାବନା ରହିଛିି ।
ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ମନ୍ତ୍ରିପରିଷଦ ବୈଠକରେ ୧.୭୦ଲକ୍ଷ କୋଟି ଟଙ୍କାର ଚିଠା ବଜେଟକୁ ଅନୁମୋଦନ ମିଳିଛି । କରୋନା ମହାମାରୀରେ ରାଜସ୍ୱ ସଂଗ୍ରହ ବାଧାପ୍ରାପ୍ତ ହୋଇଥିବା ସତ୍ତ୍ୱେ ବଜେଟର ଆକାରକୁ ରାଜ୍ୟ ସରକାର ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି । ବିଶେଷକରି ସ୍ୱାସ୍ଥ୍ୟ, ସାମାଜିକ ସୁରକ୍ଷା, କୃଷି ଓ ଗ୍ରାମ୍ୟ ଭିତ୍ତିଭୂମିକୁ ବଜେଟରେ ଫୋକସ ଦିଆଯାଇଛି । ୨୦୨୦-୨୧ ଆର୍ଥିକ ବର୍ଷର ମୂଳ ବଜେଟ ଦେଢ଼ଲକ୍ଷ କୋଟି ଟଙ୍କା ଥିବାବେଳେ ଅତିରିକ୍ତ ବଜେଟ ୧୧ହଜାର ୨୦୦କୋଟି ଟଙ୍କା ରହିଥିଲା । ଆସନ୍ତା ୨୨ତାରିଖରେ ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପିତ ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top