Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୫୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ତାଳଚେର (ଓଡ଼ିଶା ୱେୟାର): ୫୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ସହକାରୀ ନିର୍ବାହୀ ଯନ୍ତ୍ରୀ । ତାଳଚେର RWSS ସହକାରୀ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ସାହୁ । କଣିହାଁ ଅଞ୍ଚଳର ଜଣେ ଠିକାଦାରଙ୍କର ବକେୟା ବିଲ୍‌ ପାସ୍‌ କରାଇ ଦେବାକୁ କହି ନେଉଥିଲେ ଲାଞ୍ଚ । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଯାଞ୍ଚ କରୁଛି ଭିଜିଲାନ୍ସ । ତାଳଚେର, ଭୁବନେଶ୍ୱର, କଳିଙ୍ଗ ବିହାର ଓ ନୟାଗଡର ଭାପୁରରେ ଏକକାଳୀନ ଚଢାଉ ଚାଲିଛି । କଳିଙ୍ଗ ବିହାରରେ ଥିବା ୩ ମହଲା ବିଶିଷ୍ଟ ବାସଭବନରେ ଭିଜିଲାନ୍ସ ଚଢାଉ କରିଛି । ଡିଏସ୍‌ପି ବିଜୟକୁମାର ଓରାମଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ଟିମ୍‌ ଆସିଛି । ହେଲେ ଘରେ ତାଲା ପଡିଥିବା ଦେଖିବାକୁ ମିଳିଛି । ଆଜି ଠିକାଦାରଙ୍କଠାରୁ ନିଜ ଅଫିସରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଡିଏସ୍‌ପିଙ୍କ ନେତୃତ୍ୱରେ ଢେଙ୍କାନାଳ, କଟକ ଓ ଅନୁଗୁଳର ଆଠ ଜଣିଆ ଟିମ୍‌ ତାଙ୍କୁ କାବୁ କରି ଗିରଫ କରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top