Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜୁଲାଇ ୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥ ଯାତ୍ରା। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରଥଯାତ୍ରାରେ ଯୋଗ ଦେଇପାରନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ରାଷ୍ଟ୍ରପତି ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ସୂଚନା ମିଳିଛି ।୭ରୁ ୮ତାରିଖ ଦୁଇ ଦିନ ରାଷ୍ଟ୍ରପତି ପୁରୀରେ ରହିବା ସହ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ଏଥିସହ ରଥଯାତ୍ରାରେ ଯୋଗ ଦେଇପାରନ୍ତି। ସେହିପରି ରାଷ୍ଟ୍ରପତି ଭୁବନେଶ୍ୱର ସ୍ଥିତ ଖଣ୍ଡଗିରିରେ ଥିବା କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ତେବେ ରାଷ୍ଟ୍ରପତି ଓଡ଼ିଶା ଆସିବା ନେଇ ରାଷ୍ଟ୍ରପତି ଭବନରୁ ବିଧିବଦ୍ଧ ସୂଚନା ମିଳି ନାହିଁ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top