Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ୱାଏନାଡ଼ରେ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି

କେରଳରେ ୱାଏନାଡ଼ରେ ଭୀଷଣ ବର୍ଷା ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୮୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ଏହାସହ ମାଡ଼ି ଅତଡ଼ା ତଳେ ୧୦୦ରୁ ଅଧିକ ଲୋକ ଫସିରହିଥିବା ଆଶଙ୍କା କରାଯାଉଛି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ଧାରକାରୀ ଅପରେସନକୁ ଜୋରଦାର କରାଯାଇଛି। ଏପର୍ଯ୍ୟନ୍ତ ୨୫୦ ଜଣଙ୍କୁ ଉଦ୍ଧାର କରାଯାଇଛି । ସେଥିମଧ୍ୟରୁ ଅନେକ ଆହତ ହୋଇଛନ୍ତି ସମସ୍ତ ଆହତ ମାନଙ୍କୁ ୱେୟନାଡ଼ର ମେପ୍ପାଡିସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବଢିବାର ଆଶଙ୍କା ରହିଛି ।

ଅନ୍ୟପଟେ ଜାତୀୟ ସ୍ୱାସ୍ଥ୍ୟ ମିଶନ ଲୋକମାନଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି କରିଛି । ନମ୍ବର ଗୁଡ଼ିକ ହେଲା

9656938689

8086010833

Click to comment

Leave a Reply

Your email address will not be published. Required fields are marked *

Most Popular

To Top