Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଅକ୍ଟୋବର ୬ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ଯୋଜନା ପାଇଁ ଆବେଦନ

ଅକ୍ଟୋବର ୬ ତାରିଖରୁ ହବିଷ୍ୟାଳୀ ଯୋଜନା ଆବେଦନ ଆରମ୍ଭ ହେବାକୁ ଯାଉଛି । ଏନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ । ସେ କହିଛନ୍ତି ଅକ୍ଟୋବର ୧୮ରୁ ପୁରୀରେ କାର୍ତ୍ତିକ ବ୍ରତ ଆରମ୍ଭ ହେବାର କାର୍ଯ୍ୟକ୍ରମ ଥିବାବେଳେ ଅକ୍ଟୋବର ୬ରୁ ୧୧ ଯାଏଁ ଭକ୍ତଙ୍କ ଠାରୁ ଅନଲାଇନ୍ ଆବେଦନ ଗ୍ରହଣ କରାଯିବ।କେବଳ ଅନଲାଇନ ମାଧ୍ୟମରେ ଆବେଦନ ଗ୍ରହଣ କରାଯିବ । ଆବେଦନକରୀ ମାନେ ୬ରୁ ୧୧ ଯାଏଁ http://edistrict.odisha.gov.in ଏହିୱେବସାଇଟରେ ଆବେଦନ କରିପାରିବେ । ଜିଲ୍ଲାପାଳ ଆଉ ମଧ୍ୟ କହିଛନ୍ତି ୨୫୦୦ ହବିଷ୍ୟାଳୀଙ୍କ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ରହଣି ପାଇଁ ୪ଟି ସ୍ଥାନରେ ବ୍ୟବସ୍ଥା କରାଯିବ । ଏହା ସହ ସେମାନଙ୍କ ଯାତାୟାତ, ଖାଦ୍ୟ (ମହାପ୍ରସାଦ), ଶ୍ରୀ ଜଗନ୍ନାଥ ମନ୍ଦିରରେ ସନ୍ଧ୍ୟା ସମୟରେ ଧାର୍ମିକ କାର୍ଯ୍ୟକ୍ରମ ଏବଂ ଅନ୍ୟାନ୍ୟ ଆବଶ୍ୟକତା ଉପରେ ପଦକ୍ଷେପ ନିଆଯିବ। ବୃଦ୍ଧା ମହିଳାଙ୍କ ସ୍ୱାସ୍ଥ୍ୟର ଯତ୍ନ ନେବା ପାଇଁ ଡାକ୍ତରମାନଙ୍କୁ ମଧ୍ଯ ନିୟୋଜିତ କରାଯିବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top