Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜିଠୁ ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ହେବ ନାମାଙ୍କନ

ଦେଶରେ ଚତୁର୍ଥ ପର୍ଯ୍ୟାୟ ତଥା ଓଡିଶାର ପ୍ରଥମ ପର୍ଯ୍ୟାୟ ମତଦାନ ମେ ୧୩ ତାରିଖରେ ହେବ । ଏଥିପାଇଁ ଆଜିଠୁ ବିଜ୍ଞପ୍ତି ପ୍ରକାଶ ସହ ଆରମ୍ଭ ହେବ ପ୍ରାର୍ଥୀପତ୍ର ଦାଖଲ । ଆସନ୍ତା ୨୫ ତାରିଖ ଯାଏଁ ନାମାଙ୍କନ ଦାଖଲର ଶେଷ ଦିନ ଧାର୍ଯ୍ୟ କରାଯାଇଛି । ୨୬ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୯ ତାରିଖରେ ନାମାଙ୍କନ ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି । ଓଡିଶାର ପ୍ରଥମ ପର୍ଯ୍ୟାୟ ମତଦାନରେ ୪ଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟରେ ମତଦାନ ହେବ ।

୪ଟି ସଂସଦୀୟ କ୍ଷେତ୍ର ଅଧିନରେ ଥିବା ୨୮ଟି ବିଧାନସଭା ନିର୍ବାଚନମଣ୍ଡଳିରେ ମଧ୍ୟ ଭୋଟ ପଡିବ । ଏଥିପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ଆବ୍ୟକ ପ୍ରସ୍ତୁତି କରାଯାଇଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜେଡି ସବୁ ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି । ବିଜେପିର କେବଳ ଜୟପୁର ଆସନ ବାକି ରହିଥିବା ବେଳେ କଂଗ୍ରେସ ଗୋପାଳପୁର ଓ ଛତ୍ରପୁର ଆସନରେ ଏଯାଏଁ ପ୍ରାର୍ଥ ଘୋଷଣା କରିନାହିଁ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top