ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...
୨୦୨୪- ୨୫ ଶିକ୍ଷାବର୍ଷ ମାଟ୍ରିକ୍ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜିଠାରୁ ଅନ୍ଲାଇନ୍ରେ ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହୋଇ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । ମାଟ୍ରିକ୍ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀମାନଙ୍କର ଅନ୍ଲାଇନ୍ରେ ଫର୍ମ ପୂରଣ ବିଦ୍ୟାଳୟ କର୍ତ୍ତୃପକ୍ଷ କରିବେ ।
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...
ଭୁବନେଶ୍ୱର(ଓଡ଼ିଶା ୱେୟାର): ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି। ଋତୁସ୍ରାବ ପାଇଁ ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଧିବଦ୍ଧ...
ହାପି ବର୍ଥଡେ କିଙ୍ଗ୍ କୋହଲି । ୩୬ ବର୍ଷରେ ପାଦ ଦେଲେ ବିରାଟ କୋହଲି । କ୍ରିକେଟ ଜଗତର ସେ କିଙ୍ଗ । ୧୯୮୮ ନଭେମ୍ୱର ୮ରେ...
ଆମେରିକାରେ ୪୭ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ମତଦାନ ଅନୁଷ୍ଠିତ ହେଉଛି। ଯଦିଓ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ମୋଟ ୮ ଜଣ ପ୍ରାର୍ଥୀ ଅଛନ୍ତି, ତଥାପି ମୁଖ୍ୟ...
ଶକ୍ତିଶାଳୀ ଘୁର୍ଣ୍ଣିବାତ୍ୟା “ଦାନା” ଏବଂ ଓଡ଼ିଶାର ଅନେକ ଜିଲ୍ଲାରେ ବନ୍ୟା ଯୋଗୁଁ ପ୍ରାୟ ୪୧ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି |ପ୍ରାରମ୍ଭିକ ଆକଳନ ଅନୁଯାୟୀ ବାତ୍ୟା ପ୍ରାୟ ୬୦୦କୋଟି...
ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବାକୁ ଯାଉଛି। ଧାନ କିଣା ନେଇ ଆଜି ହୋଇଥିବା ମନ୍ତ୍ରୀସ୍ତରୀୟ ବୈଠକରେ ଏହା...
@2024-2025-Copyright by Odisha Wire Developed by TT Infotechs Pvt Ltd