Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୩ ଦିନିଆ ଦିଲ୍ଲୀ ଗସ୍ତରେ ଆଜି ରାତି ୮ ଟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନୂଆ ଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗ ଦେବା ସହ ବହୁ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରି ଓଡ଼ିଶା ବିକାଶ ବିଷୟରେ ଆଲୋଚନା କରିବା ପାଇଁ ଦିଲ୍ଲୀ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହ ଯିବେ ପୂର୍ବତନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।ଦିଲ୍ଲୀରେ କାଲି ଗଡ଼କରୀଙ୍କୁ ଭେଟି ଓଡ଼ିଶାରେ ରୋଡ୍ ଟ୍ରାନ୍ସପୋର୍ଟ ପ୍ରକଳ୍ପ ବାବଦରେ ଆଲୋଚନା କରିବା ସହ ରୋଡ୍ ନେଟୱାର୍କ ଭିଜନକୁ ୫ ବର୍ଷ ଭିତରେ ଶେଷ ପାଇଁ ପ୍ରସ୍ତୁତି ଯୋଜନା କରାଯିବା ସୂଚନା ମିଳିଛି । ଏହା ଛଡା ଏହି ଗସ୍ତ ଅବସରରେ ବହୁ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିବାର କାର୍ଯ୍ୟକ୍ରମ ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top