Latest

ଆମ୍ବ ଟାକୁଆ ଖାଇ ୨ ମୃତ,୬ ଗୁରୁତର !

Posted on

କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡି ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ଗଦାପୁର ପଂଚାୟତର ମାଣ୍ଡିପଙ୍କା ଗାଁରେ ଏକ ଅଘଟଣ ଘଟିଯାଇଛି । ଆମ୍ବ ଟାକୁଆ ଯାଉ ଖାଇ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୬ ଜଣ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଗତ ବୁଧବାର ଗାଁର କିଛି ପରିବାର ପୂର୍ବରୁ ରଖିଥିବା ଆମ୍ବ କୋଇଲିରେ ଯାଉ ତିଆରି କରି ଖାଇଥିଲେ । ଶୁକ୍ରବାର ସେମାନେ ଅସୁସ୍ଥ ଅନୁଭବ କରିବାରୁ ସେମାନଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଦୁଇଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *

Most Popular

Exit mobile version