Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଳୁ ସମସ୍ୟାର ନେଇ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନୂଆ ଦିଲ୍ଲୀ ଠାରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି।ଆଲୋଚନାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ ପଶ୍ଚିମ ବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top