Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆସନ୍ତା ୧୮ ତାରିଖରୁ ଖୋଲିବ ସ୍କୁଲ

ସରିବାକୁ ଯାଉଛି ଖରାଦିନ ଛୁଟି ।ରାଜ୍ୟରେ ଗ୍ରୀଷ୍ମ ଅବକାଶ ପରେ ଆସନ୍ତା ୧୮ତାରିଖରୁ ସ୍କୁଲ ଖୋଲିବ । ଏହାର ସପ୍ତାହେ ପୂର୍ବରୁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରେଣୀଗୃହଠାରୁ ଆରମ୍ଭ କରି ଶୌଚାଳୟ ପର୍ଯ୍ୟନ୍ତ ପରିଷ୍କାର କରିବାକୁ ନିର୍ଦ୍ଦେଶ ରାଜ୍ୟ ଶିକ୍ଷାବିଭାଗ ପକ୍ଷରୁ ଦିଆଯାଇଛି। ସମସ୍ତ ଡିଇଓଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ।

ବିଦ୍ୟାଳୟ ଖୋଲିବାର ଦିନକ ପୂର୍ବରୁ ଅର୍ଥାତ ୧୭ ତାରିଖ ଦିନ ସମସ୍ତ ଶିକ୍ଷକ, ଅଣଶିକ୍ଷକ କର୍ମଚାରୀଙ୍କ ସମେତ ରୋଷେୟା ଓ ସହାୟକ କାର୍ଯ୍ୟରେ ଯୋଗଦେବେ । ପାଣି ଟାଙ୍କି ସଫା କରିବା, ଶ୍ରେଣୀଗୃହର ଆସବାବପତ୍ର ସଫା କରି ଠିକ୍ ଭାବେ ସଜାଇବା କ୍ୟାମ୍ପସ ସଫା କରାଯିବା ସହ ଅନାବନା ଗଛ କାଟି ସ୍କୁଲ ପରିସର ପରିଷ୍କାର କରିବାକୁ ଓ ଶୌଚାଳୟକୁ ବ୍ୟବହାର ଉପଯୋଗୀ କରିବାକୁ କହିଛନ୍ତି । ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇ ଘର, ଗ୍ୟାସ୍ ଚୁଲା ପରି ଆନୁଷଙ୍ଗିକ ପ୍ରସ୍ତୁତି କରିବା, ସ୍ମାର୍ଟ ଶ୍ରେଣୀଗୃହ, ଇ-ଲାଇବ୍ରେରୀ ସହ ଇଣ୍ଟରନେଟ୍ ସଂଯୋଗ ସୁନିଶ୍ଚିତ କରିବା ପାଇଁ ସମସ୍ତ ଜିଲା ଶିକ୍ଷାଧିକରୀ (ଡିଇଓ)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top