Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉନ୍ମୋଚନ କଲେ ସୁଭଦ୍ରା ପୋର୍ଟାଲ

ରାଜ୍ୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି। ‘ସୁଭଦ୍ରା’ ଯୋଜନା ସମ୍ପର୍କିତ ସମସ୍ତ ତଥ୍ଯ ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ । କିଛି ତଥ୍ୟ ଜାଣିବାକୁ ଚାହୁଁଥିଲେ ସୁଭଦ୍ରା ପୋର୍ଟାଲ- http://subhadra.odisha.gov.in ରେ ରେ ସମସ୍ତ ସୂଚନା ରହିବ। ସେଥିପାଇଁ ପୋର୍ଟାଲରେ ସଠିକ୍ ଏବଂ ସରଳ ଭାବେ ସୂଚନା ଉପଲବ୍ଧ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହା ସହ ଆସନ୍ତା ୪ ତାରିଖରୁ ଫର୍ମ ସଂଗ୍ରହ ଆରମ୍ଭ ହେବ। ଫର୍ମ ପୂରଣ କରି ମୋ ସେବା କେନ୍ଦ୍ର ବା ଜନସେବା କେନ୍ଦ୍ରରେ ଫର୍ମ ଦାଖଲ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top