Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଏପ୍ରିଲ ୩୦ ଯାଏ ଆର୍ନ୍ତଜାତୀୟ ବିମାନ ସେବା ବନ୍ଦ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଓ ନୂଆ ଷ୍ଟ୍ରେନକୁ ନେଇ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଆଜି ଡିଜିସିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ପୂର୍ବଭଳି କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏପ୍ରିଲ ୩୦ ଯାଏ ଅନ୍ତର୍ଜାତୀୟ ବିମାନ ସେବା ଉପରେ ରୋକ ଲଗାଯାଇଛି। ଏହାର ଅର୍ଥ ଏପ୍ରିଲ ୩୦ ଯାଏ ଭାରତରୁ ବିଦେଶକୁ କୌଣସି ପ୍ରକାରର ନିୟମିତ ଯାତ୍ରୀବାହୀ ବିମାନ ଚଳାଚଳ କରିବ ନାହିଁ।

ତେବେ ଏହି କଟକଣା ମାଲ ପରିବହନ ଓ ଔଷଧ ନେବା ଆଣିବା କରୁଥିବା ବିମାନ ଗୁଡ଼ିକ ଉପରେ ଲାଗୁହେବନାହିଁ। ସେହିପରି ଦରକାର ପଡ଼ିଲେ ପ୍ରଶାସନିକ ଅନୁମତିକ୍ରମେ କିଛି ନିର୍ଦ୍ଦିଷ୍ଟ ରୁଟ୍‌ରେ ଅନ୍ତର୍ଜାତୀୟ ବିମାନ ସେବାକୁ ଗ୍ରୀନ ସିଗ୍ନାଲ ମିଳିପାରିବ। ଘରୋଇ ବିମାନ ସେବା ପୂର୍ବଭଳି ଚାଲୁ ରହିବ। କିନ୍ତୁ ବିମାନରେ ସମସ୍ତେ କରୋନା ପାଇଁ ଜାରି କଟକଣାକୁ ପାଳନ କରିବେ ବୋଲି ଡିଜିସିଏ କହିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top