Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଏବେ ବି ନିର୍ବାଚନ ହେଲେ ବିଜେଡ଼ି ଜିତିବ ୧୪୦ ସିଟ୍: ପ୍ରମିଳା ମଲ୍ଲିକ

ବିଜେଡି ଆଜି ବି ଏକ ନମ୍ବର ଦଳ। ଆଜି ବି ଯଦି ନିର୍ବାଚନ ହୁଏ ୧୪୦ ସିଟ୍ ଜିତିବ ବିଜେଡ଼ି । ଏହି ପ୍ରତିକ୍ରିୟା ଦେଇଛନ୍ତି ବିଜେଡି ନେତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସେ କହିଛନ୍ତି ଆମ ଦଳର କେହି ନେତା ବିଷୋଦଗାର କରୁନାହାଁନ୍ତି । ପ୍ରସନ୍ନ ପାଟ୍ଟଶାଣୀ ଯେବେଠୁ ବିଜେପି ପଳାଇଲେଣି । ସେ ମିଡିଆ ସାମ୍ନାରେ ବିଷୋଦଗାର କରୁଛନ୍ତି । ବିଜେପିର ଅବସ୍ଥା କଣ ହେଉଛି ସେ ନିଜେ ସମ୍ଭାଳନ୍ତୁ । ବିଜେପି ନିଜ ଘର ସମ୍ଭାଳୁ । ସେ ଆମ କଥା କାହିଁକି ଚିନ୍ତା କରୁଛନ୍ତି । ଖୁବଶୀଘ୍ର ଜିଲ୍ଲା ଗସ୍ତରେ ଯିବେ ନବୀନ । ଏନେଇ ଖସଡ଼ା ପ୍ରସ୍ତୁତ କରାଯାଉଛି । ସଂଗଠନ ଉପରେ ଆଲୋଚନା ହେବ। କର୍ମୀଙ୍କ ସହ ଆଲୋଚନା କରିବେ। ପଦଯାତ୍ରା ପୁଣି ଚାଲିବ। ପୁଣି ୭ ଦିନ ପଦଯାତ୍ରା ବୃଦ୍ଧି କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top